Masthead

ଆଜି ଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ

 

ବାରିପଦା (ବଡ଼ ଖବର ବ୍ୟୁରୋ):  ଆଜି ଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ । ଦୀର୍ଘ ଏକ ମାସ ଧରି ଶିମିଳିପାଳ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବା ପରେ ଆଜି ଠାରୁ ପର୍ଯ୍ୟଟକଙ୍କୁ ପ୍ରବେଶ ଅନୁମତି । ଗତକାଲି ଶିମିଳିପାଳ ବନାଞ୍ଚଳର ତିନି ପଞ୍ଚାୟତ ଗୁଡୁଗୁଡ଼ିଆ, ଅସ୍ତକୁଅଁର,ବରେହିପାଣି ପଞ୍ଚାୟତବାସୀ ଓ ପ୍ରଶାସନ ମଧ୍ୟରେ ବୈଠକରେ ହୋଇଛି ନିଷ୍ପତ୍ତି । ଚାରି ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଥିଲେ ଶିମିଳିପାଳ ବିକାଶ ପରିଷଦ । ବିଭିନ୍ନ ଦାବି ନେଇ ଯଶିପୁର ଠାରେ ଶିମିଳିପାଳ ପ୍ରବେଶ ପଥକୁ ଦୀର୍ଘ ଏକ ମାସ ଧରି ବନ୍ଦ କରିଥିଲେ । ତେବେ ଆଜି ଠାରୁ ପର୍ଯ୍ୟଟକମାନେ ପୁଣି ଥରେ ଶିମିଳିପାଳ ବୁଲିବାର ମଜା ନେଇ ପାରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍