Masthead

ବକେୟା ଅର୍ଥ ଦାବିରେ ଆମରଣ ଅନଶନରେ ବସିଲେ ପୂର୍ବତନ ସରପଞ୍ଚ ଓ ତାଙ୍କ ସ୍ୱାମୀ

କଟକ(ବଡ଼ ଖବର ବ୍ୟୁରୋ): ଆମରଣ ଅନଶନରେ ବସିଲେ ପୂର୍ବତନ ସରପଞ୍ଚ ଓ ତାଙ୍କ ସ୍ୱାମୀ । ଆମରଣ ଅନଶନ ଓ ଆତ୍ମଦାହ ପାଇଁ ନିଷ୍ପତି ନେଇ ଜିଲ୍ଲାପାଳଙ୍କ ଅଫିସ୍ ସମ୍ମୁଖରେ ଧାରଣାରେ ବସିଛନ୍ତି ପୂର୍ବତନ ସରପଞ୍ଚ ରଞ୍ଜିତା ନାୟକ ଓ ତାଙ୍କ ସ୍ଵାମୀ । ନିଶ୍ଚିନ୍ତକୋଇଲି ପଞ୍ଚାୟତ ସମିତି ଅଧିନସ୍ଥ ମଣିଜଙ୍ଗ ଗ୍ରାମ ପଞ୍ଚାୟତରେ ୨୦୧୭ ରୁ ୨୦୨୨ ପର୍ଯ୍ୟନ୍ତ ସରପଞ୍ଚ ଥିଲେ ରଞ୍ଜିତା ନାୟକ  । ତାଙ୍କ ସମୟ କାଳ ଭିତରେ CFC, SFC, mgnregs ଏବଂ ଅନ୍ୟ ସ୍କିମରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ କରାଯାଇଥିଲା । ଯାହାର ବକେୟା ଅର୍ଥ ନମିଳିବା ଓ କାର୍ତୃପକ୍ଷାଙ୍କ ଅବହେଳା ପାଇଁ ସେ ବାରମ୍ବାର ପ୍ରତିବାଦ କରି ଆସୁଥିଲେ । ଯେଉଁଥିପାଇଁ ଆଜି ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ଅନଶନରେ ବସିଛନ୍ତି । ଯଦି ତୁରନ୍ତ ଏହି ସମସ୍ୟାର ସମାଧାନ ନହୁଏ ଓ ତାଙ୍କ ବକେୟା ଅର୍ଥ ନଦିଆଯାଏ ତେବେ ଦରକାର୍ ପଡ଼ିଲେ ଆତ୍ମଦାହ କରିବେ ବୋଲି ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି