Masthead

ହାଇକୋର୍ଟଙ୍କ ନିର୍ଦ୍ଦେଶ ; ରାଜ୍ୟ ସରକାର ଭରିବେ ୧ଲକ୍ଷ ଜରିମାନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ରାଜ୍ୟ ସରକାରଙ୍କୁ ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ । ଓଏଏସ ଚାକିରିରୁ ବହିଷ୍କୃତ କରିଥିବା ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ରାଜ୍ୟ ସରକାର ଭରିବେ ୧ ଲକ୍ଷ ଜରିମାନା । ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ଓଏଏସ ଚାକିରିରୁ ବହିଷ୍କୃତ ମାମଲାରେ ଓଡ଼ିଶା ହାଇକୋର୍ଟ ରାୟ ଶୁଣାଇଛନ୍ତି । ଏହା ସହିତ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ଯଥା ସମ୍ଭବ ଚାକିରିରେ ନିଯୁକ୍ତି କରିବାକୁ ମଧ୍ୟ ଓଡ଼ିଶା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ହାଇକୋର୍ଟଙ୍କ ଜଣିକିିଆ ଖଣ୍ଡପୀଠ ଏହି ରାୟ ଶୁଣାଇଛନ୍ତି । ବିଚାରପତି ସଞ୍ଜୟ କୁମାର ମିଶ୍ର ଓଡ଼ିଶା ସିଭିଲ ସର୍ଭିସରେ କ୍ୱାଲିଫାଏ କରିଥିବା ଅନୁଶ୍ରଭ ଗନ୍ତାୟତଙ୍କୁ ନିଯୁକ୍ତି କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ବିଚାରପତି ସଞ୍ଜୟ କୁମାର ମିଶ୍ର ଆହୁରି ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ଅତି ଆବଶ୍ୟକ ହେଲେ ନୂଆ ପୋଷ୍ଟ କ୍ରିଏଟ କରି ଅନୁଶ୍ରଭ ଗନ୍ତାୟତଙ୍କୁ ନିଯୁକ୍ତି କରାଯାଉ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭିଜିଲାନ୍ସ ଜାଲରେ ଯୁଗ୍ମ ନିର୍ଦ୍ଦେଶକ 🔴 ଆଡପ ମଣ୍ଡପରେ ମହାପ୍ରଭୁ 🔴 ମୟୂରଭଞ୍ଜରେ ପ୍ରବଳ ବର୍ଷା ପାଇଁ ରେଡ ଆଲର୍ଟ 🔴 ଜନ୍ମ ବେଦୀକୁ ବିଜେ କରିବେ ମଣିମା 🔴 ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପୁରୀରେ ଅଘଟଣ, ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ 🔴 ଏକାଠି ଜଳିଲା ତିନି ଭାଇଙ୍କ ଜୁଇ 🔴 ଆଉ ନାହାନ୍ତି କାଣ୍ଟା ଲଗା ଫେମ୍ ସେଫାଳୀ 🔴 ନବୀନଙ୍କୁ ପାଣ୍ଡିଆନଙ୍କ ହାଇଜାକ୍!…ହସ୍ପିଟାଲ ସାକ୍ଷୀ 🔴 ଶରଧାବାଲିରେ ୩ ରଥ 🔴 ଭିଜିଲାନ୍ସ ଜାଲରେ ଯୁଗ୍ମ ନିର୍ଦ୍ଦେଶକ 🔴 ଆଡପ ମଣ୍ଡପରେ ମହାପ୍ରଭୁ 🔴 ମୟୂରଭଞ୍ଜରେ ପ୍ରବଳ ବର୍ଷା ପାଇଁ ରେଡ ଆଲର୍ଟ 🔴 ଜନ୍ମ ବେଦୀକୁ ବିଜେ କରିବେ ମଣିମା 🔴 ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପୁରୀରେ ଅଘଟଣ, ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ 🔴 ଏକାଠି ଜଳିଲା ତିନି ଭାଇଙ୍କ ଜୁଇ 🔴 ଆଉ ନାହାନ୍ତି କାଣ୍ଟା ଲଗା ଫେମ୍ ସେଫାଳୀ 🔴 ନବୀନଙ୍କୁ ପାଣ୍ଡିଆନଙ୍କ ହାଇଜାକ୍!…ହସ୍ପିଟାଲ ସାକ୍ଷୀ 🔴 ଶରଧାବାଲିରେ ୩ ରଥ