Masthead

ରାଜଧାନୀରେ ଏନକାଉଣ୍ଟର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜଧାନୀରେ ଏନକାଉଣ୍ଟର । କୁଖ୍ୟାତ ଅପରାଧୀ ରଘୁ ଦେହରେ ବାଜିଛି ଗୁଳି । ରଘୁ ବିଶ୍ୱାଳକୁ ଏନକାଉଣ୍ଟର କରିଛି ଭୁବନେଶ୍ୱର କମିଶନରେଟ୍ ପୋଲିସ । ରଘୁ ନାମରେ ୧୫ଟି ଥାନାରେ ଡକାୟତି ସହ ରାହାଜାନୀ ମାମଲା ରହିଛି । ସେଥି ମଧ୍ୟରୁ ୮ଟି ବନ୍ଧୁକ ଜନିତ ମାମଲା ଅଛି । ରବି ରାଓ ଗ୍ୟାଙ୍ଗର ସଦସ୍ୟ ହେଉଛି ରଘୁ ।

ପ୍ରଥମେ ପୋଲିସ ଉପରକୁ ଗୁଳି କରିଥିଲା ରଘୁ । ପାଲଟା ଗୁଳିରେ ଅପରାଧୀ ରଘୁ ଆହତ ହୋଇଥିବା ସୂଚନା ରହିଛି । ତା’ର ବାମ ଗୋଡରେ ଗୁଳି ବାଜିଛି । ତା’ ନିକଟରୁ ୭.୫ ଏମଏମର ଏକ ପିସ୍ତଲ ଜବତ ହୋଇଛି । ଆହତ ଅବସ୍ଥାରେ ରଘୁକୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ପରେ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା