Masthead

ଅଯୋଧ୍ୟା ଜଙ୍କସନ ଏବେ ଅଯୋଧ୍ୟା ଧାମ ଜଙ୍କସନ

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ) ରାମ ମନ୍ଦିରର ଉଦଘାଟନ ପୂର୍ବରୁ ଅଯୋଧ୍ୟା ରେଳ ଷ୍ଟେସନର ନାଁ ବଦଳିଛି। ଅଯୋଧ୍ୟା ରେଳ ଷ୍ଟେସନର ନାଁ ଏବେ ଅଯୋଧ୍ୟା ଧାମ ଜଙ୍କସନ ହୋଇଛି। ଅଯୋଧ୍ୟାରୁ ଲୋକସଭାକୁ ନିର୍ବାଚିତ ହୋଇଥିବା ଲାଲୁ ସିଂହ ସୋଶାଲ ମିଡିଆରେ ଏ ସମ୍ପର୍କରେ ଘୋଷଣା କରିଛନ୍ତି।

ସେ କହିଛନ୍ତି, “ଅଯୋଧ୍ୟା ଜଙ୍କସନର ନାଁ ଅଯୋଧ୍ୟା ଧାମ ଜଙ୍କସନ ହୋଇଛି। ଭାରତର ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାର୍ଗଦର୍ଶନରେ ନବନିର୍ମିତ ଭବ୍ୟ ଅଯୋଧ୍ୟା ରେଳ ଷ୍ଟେସନର ନାଁ ଅଯୋଧ୍ୟା ଧାମ ଜଙ୍କସନ ହୋଇଛି। ଲୋକଙ୍କ ଭାବାବେଗକୁ ଦୃଷ୍ଟିରେ ରଖି ନାଁକୁ ପରିବର୍ତ୍ତନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା