Masthead

ସତବୀର ସିଂ ଭାରତୀୟ କ୍ରିକେଟ ଟିମର ମ୍ୟାନେଜର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଆ ପୁଅ କାନ୍ଧରେ ଗୁରୁ ଦାୟିତ୍ୱ । ସତବୀର ସିଂ ରିୟରଙ୍କୁ ଭାରତୀୟ କ୍ରିକେଟ୍ ଟିମର ମ୍ୟାନେଜର କରିଛି ବିସିସିଆଇ । ଆସନ୍ତା ସାଉଥ ଆଫ୍ରିକା ଟେଷ୍ଟ ସିରିଜ୍ ପାଇଁ ସତବୀରଙ୍କୁ ମନୋନୀତ କରାଯାଇଛି । ପୂର୍ବରୁ ଅନେକ ଟିମ୍ ପାଇଁ ମ୍ୟାନେଜର ଭାବେ ଦାୟିତ୍ୱ ତୁଲାଇଛନ୍ତି ସତବୀର । ମାଲକାନଗିରିର ପୁଅ ସତବୀର ସିଂ ରିୟର । ପୂର୍ବରୁ ୧୬ ବର୍ଷରୁ କମ, ୧୯ ବର୍ଷରୁ କମ ଟିମ ସହ ଓ ରଣଜୀ ଟ୍ରଫିର ମ୍ୟାନେଜର ପଦ ସମ୍ଭାଳିଛନ୍ତି । ସତବୀର ପେଶାରେ ଜଣେ ଫାର୍ମାସି ଅଫିସର । ରାତିରେ ଡ୍ୟୁଟି କରି ଦିନରେ କ୍ରିକେଟ୍ ପାଇଁ ସମୟ ଦିଅନ୍ତି ସତବୀର । ଏଭଳି ଉପଲବ୍ଧି ହାସଲ କରି ଓଡ଼ିଶାକୁ ଗର୍ବିତ କରିଛନ୍ତି ସତବୀର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ