Masthead

ଚାରିଆଡ଼େ ଧୂଆଁ ଧୂଆଁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶୀତରେ ଥରୁଛି ଓଡ଼ିଶା। ତାପମାତ୍ରା ହ୍ରାସ ସହ ସବୁଠି ଶୀତର ଦାଉ । ଘନକୁହୁଡି଼ ଯୋଗୁ ରାସ୍ତାଘାଟ ବି ହେଉଛି ଅସ୍ପଷ୍ଟ । ଚାରିଆଡ଼ ଖାଲି ଧୂଆଁ ଧୂଆଁ । ଗତକାଲି ଫୁଲବାଣୀରେ ୧୧ ଡିଗ୍ରୀ,ଦାରିଙ୍ଗିବାଡ଼ିରେ ୯.୫ ଡିଗ୍ରୀ ଓ ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ ରେକର୍ଡ କରାଯାଇଥିଲା । ସେପଟେ ଘନ କୁହୁଡ଼ି ଯୋଗୁଁ ଯାନବାହାନ ଚଳାଚଳରେ ମଧ୍ୟ ସମସ୍ୟା ସୃଷ୍ଟି ହେଉଥିବା ଦେଖିବାକୁ ମିଳିଛି ।

ବାୟୁମଣ୍ଡଳରେ ଜଳୀୟବାଷ୍ପରର ପରିମାଣ ବୃଦ୍ଧି ହେବା ସହ ତାପମାତ୍ରା ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ବୃଦ୍ଧି ହୋଇଛି । ଫଳରେ ଜାଡ କମିବା ସହ ଘନ କୁହୁଡି ଦେଖାଦେଉଛି । ଆସନ୍ତା ୭ଦିନ ପର୍ଯ୍ୟନ୍ତ ରାଜ୍ୟରେ ଶୁଖିଲା ପାଗ ରହିବ । ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ବିଭିନନ୍ନ ଜିଲ୍ଲା ଘନ କୁହୁଡ଼ି ନେଇ ସତର୍କତା ଜାରି କରାଯାଇଛି । ଆଜି ପାଇଁ ୧୬ଜିଲ୍ଲାରେ ଘନ କୁହୁଡ଼ି ପଡ଼଼ିବା ନେଇ ସତର୍କତା ଜାରି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି