Masthead

ବିଜେଡିରେ ମିଶିଲେ କଂଗ୍ରେସ ସରପଞ୍ଚ

ବସ୍ତା (ବଡ଼ ଖବର ବ୍ୟୁରୋ): ନିର୍ବାଚନ ପୂର୍ବରୁ ଆରମ୍ଭ ହେଲା ଦଳ ଡିଆଁ । କଂଗ୍ରେସ ଛାଡ଼ି ବିଜେଡିରେ ମିଶିଲେ ବସ୍ତାର ନେତା । ବସ୍ତାର ବରିଷ୍ଠ କଂଗ୍ରେସ ନେତା ଦେବ କୁମାର ଦେ । ବାଲିଆପାଳ ବ୍ଲକର ଶ୍ରୀରାମପୁର ଗ୍ରାମପଂଚାୟତ ସରପଂଚ ଦେବ କୁମାର ଦେ । ଶଙ୍ଖଭବନରେ ଆୟୋଜିତ ମିଶ୍ରଣ ପର୍ବରେ ମନ୍ତ୍ରୀ ପ୍ରତାପ କେଶରୀ ଦେବ ଓ ସାଂସଦ ମାନସ ରଞ୍ଜନ ମଙ୍ଗରାଜ ସେମାନଙ୍କୁ ଦଳକୁ ସ୍ବାଗତ କରିଛନ୍ତି।

ଏହି ଅବସରରେ ଦେବ କୁମାର କହିଥିଲେ, ମୁଁ ଦୀର୍ଘଦିନ ଧରି କଂଗ୍ରେସରେ ଥିଲି। ହେଲେ କଂଗ୍ରେସର କାର୍ଯ୍ୟଶୈଳୀ ଓ ନୀତିରେ ଅତିଷ୍ଠ ହୋଇପଡ଼ିଥିଲି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ ନୀତି ମୋତେ ଅନୁପ୍ରାଣିତ କରିଛି। ଆଗାମ ଦିନରେ ବାଲିଆପାଳ ବ୍ଳକରେ ବିଜେଡି ସଂଗଠନକୁ ଆଗେଇ ନେବାକୁ ଚେଷ୍ଟା କରିବି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ