Masthead

ବିଏସକେୱାଇ-ନବୀନ କାର୍ଡ ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ବିଏସକେୱାଇ ନବୀନ କାର୍ଡ ଶୁଭାରମ୍ଭ । ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଏସକେୱାଇ ନଥିବା ଲୋକ ନବୀନ କାର୍ଡରେ ଉପକୃତ ହେବେ । ସରକାରୀ ଚାକିରିଆ ଓ ଆୟକରଦାତାଙ୍କ ବାଦ୍‌ ସମସ୍ତେ ଉପକୃତ ହେବେ । ରାଜ୍ୟର ୯୦ ପ୍ରତିଶତ ଲୋକ ଚିକିତ୍ସା ସୁବିଧା ପାଇବେ । ଏହି କାର୍ଡ ଜରିଆରେ ଉଭୟ ରାଜ୍ୟ ଓ ରାଜ୍ୟ ବାହାରେ ବିଏସକେୱାଇରେ ପଞ୍ଜିକୃତ ହସ୍ପିଟାଲରେ ଜଟିଳ ରୋଗର ଚିକିତ୍ସା ସୁବିଧା ପାଇପାରିବେ ।

ବିଏସକେୱାଇର ତୃତୀୟ ପର୍ଯ୍ୟାୟରେ ରାଜ୍ୟର ୧ କୋଟି ୧୦ ଲକ୍ଷରୁ ଅଧିକ ପରିବାର, ଯାହାକି ରାଜ୍ୟର ଜନସଂଖ୍ୟାର ୯୦ ପ୍ରତିଶତ । ସେମାନଙ୍କୁ ବିଏସକେୱାଇ ନବୀନ କାର୍ଡ ଜରିଆରେ ଉତ୍ତମ ଚିକିତ୍ସା ସୁବିଧା ମିଳିବ । ଏହି କାର୍ଡ ଦ୍ୱାରା କୌଣସି ପରିବାର ଆର୍ଥିକ ଦୁରାବସ୍ଥା କାରଣରୁ ଜଟିଳ ରୋଗର ଚିକିତ୍ସା ପାଇଁ ଅସୁବିଧାର ସମ୍ମୁଖୀନ ହେବେ ନାହିଁ । କାରଣ ଚିକିତ୍ସାର ସମସ୍ତ ଖର୍ଚ୍ଚ ସରକାର ବହନ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ