Masthead

ଆଦିବାସୀଙ୍କ ଲଢେଇରେ ସାମିଲ ହେବ ବିଜେପି

ସୁକିନ୍ଦା(ବଡ଼ ଖବର ବ୍ୟୁରୋ): ଓପିଟିସିଆଲ ଜମି ଅଧିଗ୍ରହଣ ଘଟଣା । ଅଶାନ୍ତ ହେବାରେ ଲାଗିଛି କଳିଙ୍ଗନଗର । ଏହି ଘଟଣାକୁ ନେଇ ମୁହଁ ଖୋଲିଲେ ବିଜେପି ନେତା ପ୍ରଦୀପ ବଳ ସାମନ୍ତ । ଜିଲ୍ଲା ପ୍ରଶାସନ ଏଥିରେ ହସ୍ତକ୍ଷେ କରି ଏହାର ସମାଧାନ କରିବାକୁ କଳିଙ୍ଗନଗର ଏଡିଏଏମଙ୍କ କାର୍ୟ୍ୟାଳୟରେ ଏକ ବୈଠକ ମଧ୍ୟ ଡକାଯାଇଥିଲା । ମାତ୍ର ଏଥିରେ ବି ବିଫଳ ହୋଇଥିଲା ଜିଲ୍ଲା ପ୍ରଶାସନ । ଜାନୁଆରୀ ୬ରେ ଆଉ ଏକ ବୈଠକ ଡକାଯାଇଛି । ବିଜେପି ନେତା ପ୍ରଦୀପ ବଳ ସାମନ୍ତ କହିଛନ୍ତି, ଆଦିବାସୀଙ୍କ ସହ ବିଜେପି ଅଛି । ଦରକାର ପଡିଲେ ଆଦିବାସୀଙ୍କ ସହ ଏହି ଲଢେଇରେ ସାମିଲ ହେବେ ବୋଲି ଜିଲ୍ଲା ପ୍ରଶାସନକୁ ଚେତାବନୀ ଦେଇଛନ୍ତି । ଯଦି ଓପିଟିସିଏଲ ଜମି ପୂର୍ବରୁ କିଣିଛି ତେବେ କାହିଁକି ଜିଲ୍ଲା ପ୍ରଶାସନ ଏହାର ପ୍ରମାଣ ଦେଇପାରୁନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ