Masthead

କରୋନା ଆକ୍ରାନ୍ତ ବଢ଼ିବା ପରେ ଆଲର୍ଟ, ପଜିଟିଭ ଚିହ୍ନଟ ହେଲେ ହୋମ ଆଇସୋଲେସନ ପାଇଁ ପରାମର୍ଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସଜାଗ ରହିବାକୁ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶନାମା । କେନ୍ଦ୍ରର ଚିଠି ପରେ ରାଜ୍ୟର ସମସ୍ତ ମେଡିକାଲ କଲେଜ ଓ ହସ୍ପିଟାଲକୁ ଚିଠି ଲେଖି ସର୍ଭିଲାନ୍ସ, ଟେଷ୍ଟିଂ ବଢ଼ାଇବାକୁ ନିର୍ଦ୍ଦେଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ । ବେଡ୍, ଅକ୍ସିଜେନ୍ ଯୁକ୍ତ ବେଡ୍ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ପଜିଟିଭ୍ ଚିହ୍ନଟ ହେଲେ, ଘରୋଇ ସଂଗରୋଧରେ ରହିବାକୁ ପରାମର୍ଶ ଦିଆଯାଇଛି ।

କରୋନାରେ ଆକ୍ରାନ୍ତ ହୋଇଥିବା ବ୍ୟକ୍ତିଙ୍କ ଉପରେ ନଜର ରଖିବେ ସ୍ୱାସ୍ଥ୍ୟ ଅଧିକାରୀ । ଆଉ ହସ୍ପିଟାଲ ଗୁଡ଼ିକରେ ଟେଷ୍ଟ କିଟ୍, ଆବଶ୍ୟକ ଔଷଧ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେପଟେ ଓଡ଼ିଶାରେ ଆଉ ୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୩ରେ ପହଁଚିଛି । ବୟସ୍କ ଓ ବିଭିନ୍ନ ରୋଗରେ ପୀଡ଼ିତ ବ୍ୟକ୍ତି କରୋନା ନିୟମ ମାନିବାକୁ ପରାମର୍ଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ