Masthead

ଥରାଉଛି ଶୀତ, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ କୁହୁଡ଼ି ସତର୍କତା ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଶୀତ ଲହରୀ । କନ୍ଧମାଳ, କୋରାପୁଟ, ସୁନ୍ଦରଗଡ଼, ମୟୂରଭଞ୍ଜରେ ଅନୁଭୂତ ହେଉଛି ଅଧିକ ଶୀତ । ତ୍ତରରୁ ଦକ୍ଷିଣ, ଉପକୂଳରୁ ପଶ୍ଚିମ ସବୁଠି ଲାଗୁଛି ଥଣ୍ଡା । ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ବଢିଥିଲେ ବି ଜାରି ରହିଛି ଶୀତ ଲହରୀ ।

ବଢ଼ୁଥିବା ଶୀତ ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି । ସକାଳୁ ଘରୁ ବାହାରିବା ମୁସକିଲ୍ ହୋଇପଡ଼ିଛି । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ କୁହୁଡ଼ି ସତର୍କତା ଜାରି ହୋଇଛି । କଳାହାଣ୍ଡି, କନ୍ଧମାଳ, ରାୟଗଡା, କୋରାପୁଟ, ସୁନ୍ଦରଗଡ, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କୁହୁଡିର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ