Masthead

ଅମୃତ ଭାରତ ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ): ଅମୃତ ଭାରତ ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି । ଅଯୋଧ୍ୟା ଷ୍ଟେସନରେ ପତାକା ଦେଖାଇ ଶୁଭାରମ୍ଭ କଲେ ମୋଦି । ୨ଟି ଅମୃତ ଭାରତ ଓ ୬ ବନ୍ଦେ ଭାରତ ଟ୍ରେନ୍‌ର ଶୁଭାରମ୍ଭ କଲେ । ରାଜ୍ୟପାଳ ଆନନ୍ଦିବେନ ପଟେଲ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଉପସ୍ଥିତିରେ ଅଯୋଧ୍ୟା ଧାମ ଷ୍ଟେସନର ଉଦଘାଟନ କରିଛନ୍ତି ମୋଦି ।

ଏହି ରେଳ ଷ୍ଟେସନରେ ୨୪୦ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ବେଳେ ଅତ୍ୟାଧୁନିକ ସୁବିଧା ସୁଯୋଗ ରହିଛି । ଏହି ରେଳଷ୍ଟେସନ ସମସ୍ତଙ୍କ ପାଇଁ ଉର୍ଦ୍ଦିଷ୍ଟ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ସେପଟେ ଅଯୋଧ୍ୟାର ନୂଆ ଆନ୍ତର୍ଜାତୀୟ ବିମାନବନ୍ଦର, ଜାତୀୟ ରାଜପଥ ସହ ୧୫ ହଜାର କୋଟିର ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ । ମୋଦୀଙ୍କ ସ୍ୱାଗତ ପାଇଁ ସହରକୁ ବିଭିନ୍ନ ଫୁଲରେ ସଜା ଯିବା ସହ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼