Masthead

ଅରୁଣ ଷଡ଼ଙ୍ଗୀଙ୍କୁ ପୋଲିସ ମହାନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅରୁଣ ଷଡ଼ଙ୍ଗୀଙ୍କୁ ପୋଲିସ ମହାନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ । ୧୯୯୦ ବ୍ୟାଚ୍‌ର ଓଚଝ ଅଫିସର ଅରୁଣ ଷଡ଼ଙ୍ଗୀଙ୍କୁ ଅତିରିକ୍ତ ଦାୟିତ୍ୱ । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ । ପରବର୍ତ୍ତୀ ଡିଜିପି ନିଯୁକ୍ତି ପର୍ଯ୍ୟନ୍ତ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱରେ ରହିବେ ଅରୁଣ ଷଡ଼ଙ୍ଗୀ । ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀର ନିର୍ଦ୍ଦେଶକ ଅରୁଣ ଷଡ଼ଙ୍ଗୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି