Masthead

ମହାରାଷ୍ଟ୍ରର ଏକ ଗ୍ଲୋଭସ ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ତ , ୬ କର୍ମଚାରୀ ଜୀବନ୍ତ ଦଗ୍ଧ

 

ମହାରାଷ୍ଟ୍ରର(ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ରର ଏକ ଗ୍ଲୋଭସ ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ତ । ୬ କର୍ମଚାରୀ ଜୀବନ୍ତ ଦଗ୍ଧ । ମହାରାଷ୍ଟ୍ରର ସମ୍ଭାଜୀନଗରରେ ଗତକାଲି ବିଳମ୍ବିତ ରାତିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ସମ୍ଭାଜୀନଗରସ୍ଥିତ ଏକ ଗ୍ଲୋଭସ ଫ୍ୟାକ୍ଟ୍ରିରେ ନିଆଁ ଲାଗିଯିବାରୁ ଭିତରେ ଶୋଇଥିବା ୬ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ପ୍ରାୟ ୨ଟା ପରେ ହଠାତ୍‌ ଗ୍ଲୋଭସ ଫ୍ୟାକ୍ଟ୍ରିରେ ନିଆଁ ଲାଗି ଯାଇଥିଲା। ଉକ୍ତ ସମୟରେ ଫ୍ୟାକ୍ଟ୍ରି ଭିତରେ ପ୍ରାୟ ୧୫ରୁ ଊର୍ଦ୍ଧ୍ୱ ଶ୍ରମିକ ଶୋଇଥିଲେ।

ଖବର ପାଇ ତୁରନ୍ତ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ କରିଥିଲେ । ଅଗ୍ନିକାଣ୍ଡରେ ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଗୁରୁତର ଆହତ ହୋଇଥିଲେ । ସେମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ କେଉଁ କାରଣରୁ ଫ୍ୟାକ୍ଟ୍ରିରେ ନିଆଁ ଲାଗିଲା ତାହା ଜଣା ପଡିନି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ