Masthead

ପାନ, ଗୁଟଖା ଖାଇ ଲିଙ୍ଗରାଜ ମନ୍ଦିରକୁ ଯାଇ ପାରିବେନି ଭକ୍ତ ଓ ସେବାୟତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନୂଆବର୍ଷରୁ ଲିଙ୍ଗରାଜ ମନ୍ଦିରରେ ନୂଆ ନିୟମ । ସେବାୟତ ହୁଅନ୍ତୁ କି ଭକ୍ତ, ମନ୍ଦିର ପରିସରରେ କେହି ପାନ ଓ ଗୁଟଖା ଖାଇପାରିବେନି। ମନ୍ଦିର ଭିତରକୁ ପଲିଥିନ ଓ ପ୍ଲାଷ୍ଟିକ ଗ୍ଲାସ୍ ନେବା ବି ନିଷେଧ କରଯାଇଛି। ଏସବୁ ନିୟମକୁ କଡ଼ାକଡ଼ି ପାଳନ ପାଇଁ ନିର୍ଦ୍ଦେଶ ଦେଇଛି ଲିଙ୍ଗରାଜ ମନ୍ଦିର ପ୍ରଶାସନ। ସେହିଭଳି ଲିଙ୍ଗରାଜଙ୍କ କୋଠ ଭୋଗ କେବଳ ଓମଫେଡ୍‌ରେ ପ୍ରସ୍ତୁତ କରିବାକୁ ପ୍ରଶାସନ ନିଷ୍ପତ୍ତି ନେଇଥିବା ସୂଚନା ଦେଇଛନ୍ତି ବ୍ରାହ୍ମଣ ନିଯୋଗ ସମିତି ସମ୍ପାଦକ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ