Masthead

ବସ୍ତାରେ ରୋଚକ ରାଜନୀତି

ବାଲେଶ୍ୱର (ବଡ଼ ଖବର ବ୍ୟୁର): ବାଲେଶ୍ୱର ବସ୍ତାରେ ରୋଚକ ହେଉଛି ରାଜନୀତି । ୩ ଦିନରେ ସରପଞ୍ଚ ବଦଳାଇଲେ ତିନିଥର ଦଳ । ବସ୍ତା ଶ୍ରୀରାମପୁର ସରପଞ୍ଚ ଦେବକୁମାର ଦେବ୍ ହେଉଛନ୍ତି କଂଗ୍ରେସ ନେତା । ସେ ୩ ଦିନ ତଳେ କଂଗ୍ରେସ ଛାଡି ବିଜୁ ଜନତା ଦଳରେ ଯୋଗ ଦେଇଥିଲେ । ଏହାର ଗୋଟିଏ ଦିନ ପରେ ସେ ପୁଣି କଂଗ୍ରେସକୁ ଫେରିଥିଲେ ।

ତେବେ ରୋଚକ କଥା ହେଉଛି ଘର ବାହୁଡିବାର ୨୪ ଘଣ୍ଟା ମଧ୍ୟରେ ସେ ପୁଣିଥରେ ଜିଲ୍ଲା ମୁଖ୍ୟାଳୟରେ ଆସି ବିଜେଡିରେ ଯୋଗ ଦେଇଛନ୍ତି । ଯାହାକୁ ନେଇ ସରଗରମ ହୋଇଛି ବସ୍ତା ରାଜନୀତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ