Masthead

ପଶ୍ଚିମ ଓଡ଼ିଶାରେ ଆବଶ୍ୟକ ନାହିଁ ହାଇକୋର୍ଟ ସ୍ଥାୟୀ ବେଞ୍ଚ: ଅର୍ଜୁନରାମ ମେଘୱାଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗରେ କେନ୍ଦ୍ର ଆଇନ ରାଷ୍ଟ୍ରମନ୍ତ୍ରୀଙ୍କ ପ୍ରତିକ୍ରିୟା । ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚର ଆବଶ୍ୟକତା ନାହିଁ କହିଲେ କେନ୍ଦ୍ରମନ୍ତ୍ରୀ । ଇ କୋର୍ଟ ବ୍ୟବସ୍ଥା ଆରମ୍ଭ ହେଲାଣି, ଭର୍ଚୁଆଲ ସବୁ ସୁବିଧା ମିଳୁଛି । ଇ କୋର୍ଟ ବ୍ୟବସ୍ଥା ହାଇକୋର୍ଟ ବେଞ୍ଚ ସହ ସମାନ ବୋଲି କହିଲେ ମେଘୱାଲ । ଇ କୋର୍ଟ ବ୍ୟବସ୍ଥାରେ ଓଡ଼ିଶା ଆଗରେ ଅଛି । ତେଣୁ ହାଇକୋର୍ଟ ବେଞ୍ଚର ଆଉ ଆବଶ୍ୟକତା ନାହିଁ କହିଲେ କେନ୍ଦ୍ର ଆଇନ ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା