Masthead

ଖୁବଶୀଘ୍ର ଆସିବ ହରେକୃଷ୍ଣ ମହତାବଙ୍କ ନାଁରେ କଏନ

 

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କେନ୍ଦ୍ର ସଂସ୍କୃତି ଓ ଆଇନ୍ ମନ୍ତ୍ରୀଙ୍କ ଘୋଷଣା ଖୁବଶୀଘ୍ର ହରେକୃଷ୍ଣ ମହତାବଙ୍କ ନାଁରେ ଆସିବ କଏନ। ହରେକୃଷ୍ଣ ମହାତବଙ୍କ ୧୨୫ ତମ ଜୟନ୍ତୀରେ ଜାରି ହେବ ସ୍ୱତନ୍ତ୍ର କଏନ । କେନ୍ଦ୍ର ସରକାର ସ୍ୱତନ୍ତ୍ର କଏନ ଜାରି କରିବେ । ଏ ନେଇ କେନ୍ଦ୍ର ସଂସ୍କୃତି ବିଭାଗ ଅର୍ଥମନ୍ତ୍ରାଳୟଙ୍କୁ ପ୍ରସ୍ତାବ ଦେଇଥିଲା। ଅର୍ଥମନ୍ତ୍ରାଳୟ ଏହାକୁ ଅନୁମୋଦନ କରିସାରିଛି। ସ୍ୱାଧୀନତା ସଂଗ୍ରାମୀ ଦିବସ ମହୋତ୍ସବ ଯୋଗ ଦେଇ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଅର୍ଜ୍ଜୁନ ରାମ ମେଗାୱାଲ କହିଛନ୍ତି । ୧୦୦ ଟଙ୍କିଆ କଏନ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା