Masthead

‘୪୦୦ ପାର, ତୃତୀୟ ଥର ମୋଦି ସରକାର’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଏଥର ୪୦୦ ପାର, ତୃତୀୟ ଥର ମୋଦି ସରକାର । ଲୋକସଭା ନିର୍ବାଚନ ପୂର୍ବରୂ ବିଜେପି ଏହି ସ୍ଲୋଗାନ ରଖିଛି । ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ବିଜେପି) ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଲୋକସଭା ନିର୍ବାଚନ ପାଇଁ ଦଳର ସ୍ଲୋଗାନ ‘ଏଥର ୪୦୦ ପାର, ତୃତୀୟ ଥର ମୋଦି ସରକାର’ ବୋଲି ନିଷ୍ପତ୍ତି ନିଆଯାଇଛି।

ଏଥିପାଇଁ ରାଜ୍ୟ, ଲୋକସଭା ଏବଂ ବିଧାନସଭା ସ୍ତରରେ ବିଜେପି ତଥା ସହ-ସଂଯୋଜକଙ୍କ ସମ୍ପର୍କରେ ମଧ୍ୟ ବିଜେପି ନିଷ୍ପତ୍ତି ନେଇଛି। ଏହି ବୈଠକରେ କୁହାଯାଇଛି ଖୁବ ଶୀଘ୍ର ଲୋକସଭା କ୍ଲଷ୍ଟରରେ ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ରମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଗସ୍ତ ଆରମ୍ଭ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି