Masthead

ହିଣ୍ଡେନବର୍ଗ ମାମଲା, ଆଜି ସୁପ୍ରିମ ରାୟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବହୁ ଚର୍ଚ୍ଚିତ ହିଣ୍ଡେନବର୍ଗ-ଆଦାନୀ ମାମଲା । ଗତ ନଭେମ୍ବର ୨୪ର ୁସଂରକ୍ଷିତ ଥିବା ରାୟ ଉପରେ ହେବ ଆଜି ସୁପ୍ରିମ ଶୁଣାଣି । ଆଜି ଦିନ ୧୦ଟା ୩୦ ସମୟ ରାୟ ଦେବେ ସର୍ବୋଚ୍ଚ ନ୍ୟାୟାଳୟ । ୨୦୨୩ ଜାନୁଆରୀରେ ଆମେରିକାର ସର୍ଟ ସେଲିଂ ଫାର୍ମ ହିଣ୍ଡେନବର୍ଗ ଏକ ରିପୋର୍ଟ ଜାରି କରି ଶିଳ୍ପପତି ଗୌତମ ଆଦାନିଙ୍କ ସବୁ କଂପାନୀ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଥିଲେ । ତେବେ ଆଦାନି ଗ୍ରୁପ ହିଣ୍ଡେନବର୍ଗ ରିପୋର୍ଟ ମିଛ ବୋଲି କହିବା ପରେ ବି ଆଦାନି ଗ୍ରୁପର ସେୟାର ତଳକୁ ଖସିଥିଲା ।

ଆଦାନି ଗ୍ରୁପକୁ ବହୁ କୋଟି ଟଙ୍କାର କ୍ଷତି ସହିବାକୁ ପଡିଥିଲା । ଏହି ମାମଲାରେ କୋର୍ଟଙ୍କ ତତ୍ୱାବଧାନରେ ଏସଆଇଟି କମିଟି ତଦନ୍ତ କରିବା ପାଇଁ ଆବେଦନ ସୁପ୍ରିମକୋର୍ଟରେ ହୋଇଥିଲା । ଏହାପରେ ସୁପ୍ରିମକୋର୍ଟ ମାମଲାର ତଦନ୍ତ କରିବାକୁ ସେବିକୁ ନିର୍ଦ୍ଦେଶ ଦେଇଥିଲେ । ସେବି ତଦନ୍ତ କରି ଷ୍ଟାଟସ ରିପୋର୍ଟ ଦାଖଲ କରିବା ପରେ ରାୟକୁ ସଂରକ୍ଷିତ ରଖିଥିଲେ ସୁପ୍ରିମକୋର୍ଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’