Masthead

ଦିଲ୍ଲୀରେ ଭୟଙ୍କର ଅଗ୍ନିକାଣ୍ଡ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀର ବୱନା ଶିଳ୍ପାଞ୍ଚଳରେ ଅଗ୍ନିକାଣ୍ଡ । ଏକ ବହୁତଳ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ହୁତୁହୁତୁ ହୋଇ ଜଳୁଛି ବିଲଡିଂ । ଏକ ଫାକ୍ଟ୍ରିରେ ଲାଗିଛି ନିଆଁ ଲାଗିଥିବାର ସୂଚନା ମିଳିଛି । ଅଗ୍ନିକାଣ୍ଡ ଏତେ ଭୟଙ୍କର ଯେ ନିଆଁ ଲିଭାଇବା କଷ୍ଟସାଧ୍ୟ ହୋଇପଡ଼ିଛି । ଘଟଣାସ୍ଥଳରେ ୨୫ଟି ଦମକଳ ବାହିନୀ ପହଞ୍ଚି ନିଆଁଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି । କେମିତି ନିଆଁ ଲାଗିଲା ତାହା ଜଣାପଡ଼ିନାହିଁ । ସେହିପରି କ୍ଷୟକ୍ଷତିର ସୂଚନା ବି ମିଳିନାହିଁ । ଚାହୁଁ ଚାହୁଁ ସବୁ କିଛି ଜଳି ଯାଇଛି । ଗତକାଲି ବିଳମ୍ବିତ ରାତି ପ୍ରାୟ ସାଢେ ଗୋଟାଏ ବେଳେ ଏହି ଅଗ୍ନିକାଣ୍ଡ ଘଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ