Masthead

ବନକଲାଗି ନୀତି ପାଇଁ ଆଜି ୪ ଘଣ୍ଟା ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ

ପୁରୀ (ବଡ଼ ଖବର ବ୍ୟୁରୋ):  ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ । ବନକଲାଗି ନୀତି ପାଇଁ ୪ ଘଣ୍ଟା ଧରି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ। ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର ହେବ । ଶ୍ରୀମନ୍ଦିରରେ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଅପରାହ୍ନ ୪ଟାରୁ ନୀତି ଅନୁଷ୍ଠିତ ହେବ । ରାତି ୮ଟାରେ ବନକଲାଗି ନୀତି ଶେଷ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ