Masthead

ମୋର ଦଳ ନାହିଁ କି ଖବରକାଗଜ ନାହିଁ, ମୋର କିଛି ନାହିଁ: ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦୀର୍ଘ ଦିନ ପରେ ପୁଣି ମୁହଁ ଖୋଲିଲେ ସୌମ୍ୟ ପଟ୍ଟନାୟକ। ଖୋର୍ଦ୍ଧାରେ ଜାନକୀ ଜୟନ୍ତୀ ଅବସରରେ ସୌମ୍ୟଙ୍କ ବଡ଼ ମନ୍ତବ୍ୟ। ଓଡ଼ିଆ ଅସ୍ମିତା, ପରିକ୍ରମା ପ୍ରକଳ୍ପ, ନିଜ ଭବିଷ୍ୟତ ନେଇ ମନ୍ତବ୍ୟ ଦେଲେ। ବିକାଶ ନାଁରେ ରାସ୍ତାଘାଟ, କୋଠାବାଡ଼ି କରିଦେଲେ ବିକାଶ ନୁହେଁ ବୋଳି କହିଲେ ସୌମ୍ୟ ପଟ୍ଟନାୟକ। ଖାଲି ସେତିକି ନୁହେଁ ଆଉ ନିର୍ବାଚନ ଲଢ଼ିବେନି ବୋଲି କହିଲେ ସୌମ୍ୟ ପଟ୍ଟନାୟକ। ସେ କହିଛନ୍ତି ନିର୍ବାଚନ ଲଢ଼ିବି କି ନାହିଁ ନିଷ୍ପତ୍ତି ନେଇନି, ପ୍ରାୟ ଲଢ଼ିବି ନାହିଁ।

ମୋର ଦଳ ନାହିଁ କି ଖବରକାଗଜ ନାହିଁ, ମୋର କିଛି ନାହିଁ। ଅନ୍ୟପଟେ ସଂପାଦକ ପଦ କାହିଁକି ଛାଡ଼ିଲେ ପ୍ରଶ୍ନରେ ସୌମ୍ୟ କହିଛନ୍ତି ଯେଉଁ ସାମ୍ବାଦିକଙ୍କୁ ଗଢ଼ିଥିଲି, ତାଙ୍କ ଗୁଣ ଦେଖି ଛାଡ଼ିଲି । ମିଛ କଥା ନେଇ ଏତଲା କରିବେ, ତାକୁ କିଏ ବରଦାସ୍ତ କରିବ। ବାହ୍ୟ ବିକାଶ ତୁଳନାରେ ଓଡ଼ିଆଙ୍କ ଅସ୍ମିତା ବିକାଶର ଅଭାବ ରହିଛି। ଓଡ଼ିଆ ଅସ୍ମିତାର ପ୍ରମାଣ ଓଡ଼ିଆ ଯୁବକଙ୍କ ପାଖରେ ମୁଁ ଦେଖୁନି। ଟିକେ ଟିକେ କଥାରେ ନେତାଙ୍କ ପଦଲେହନ କରିବାକୁ ସଂକୋଚ ନୁହଁନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦେଶରେ କ୍ଷୀପ୍ର ଗତିରେ କମୁଛି ଦାରିଦ୍ର୍ୟତା 🔴 ‘ମସ୍କ ଗମ୍ଭୀର ପରିଣାମ ଭୋଗିବେ’ 🔴 ପୁଣି ଅଶାନ୍ତ ମଣିପୁର, ୫ ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ 🔴 ରାୟଗଡା ବିଜେଡିରେ ଜଳଜଳ ଦିଶୁଛି ଗୋଷ୍ଠୀ କନ୍ଦଳ 🔴 ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ଗୁଳିମାଡ଼ 🔴 ୪୪ ଡିଗ୍ରୀ ଛୁଇଁପାରେ ତାତି 🔴 ଭକ୍ତଙ୍କ ପାଇଁ ଲଞ୍ଚ ହେଲା ‘ଶ୍ରୀ ଜଗନ୍ନାଥ ଧାମ୍’ ଆପ୍ 🔴 ୟୁକ୍ରେନ ଉପରେ ଋଷର ଡ୍ରୋନ-କ୍ଷେପଣାସ୍ତ୍ର ମାଡ଼ 🔴 ଛତିଶଗଡରେ ୭ ମାଓବାଦୀଙ୍କ ମୃତଦେହ ଉଦ୍ଧାର 🔴 ବକ୍ସ ଅଫିସରେ ଧମାଲ, ୨ୟ ଦିନରେ ୪୦କୋଟି ଇନକମ୍ 🔴 ଦେଶରେ କ୍ଷୀପ୍ର ଗତିରେ କମୁଛି ଦାରିଦ୍ର୍ୟତା 🔴 ‘ମସ୍କ ଗମ୍ଭୀର ପରିଣାମ ଭୋଗିବେ’ 🔴 ପୁଣି ଅଶାନ୍ତ ମଣିପୁର, ୫ ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ 🔴 ରାୟଗଡା ବିଜେଡିରେ ଜଳଜଳ ଦିଶୁଛି ଗୋଷ୍ଠୀ କନ୍ଦଳ 🔴 ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ଗୁଳିମାଡ଼ 🔴 ୪୪ ଡିଗ୍ରୀ ଛୁଇଁପାରେ ତାତି 🔴 ଭକ୍ତଙ୍କ ପାଇଁ ଲଞ୍ଚ ହେଲା ‘ଶ୍ରୀ ଜଗନ୍ନାଥ ଧାମ୍’ ଆପ୍ 🔴 ୟୁକ୍ରେନ ଉପରେ ଋଷର ଡ୍ରୋନ-କ୍ଷେପଣାସ୍ତ୍ର ମାଡ଼ 🔴 ଛତିଶଗଡରେ ୭ ମାଓବାଦୀଙ୍କ ମୃତଦେହ ଉଦ୍ଧାର 🔴 ବକ୍ସ ଅଫିସରେ ଧମାଲ, ୨ୟ ଦିନରେ ୪୦କୋଟି ଇନକମ୍