Masthead

୫୫ ରନରେ ଅଲଆଉଟ ହେଲା ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କେପଟାଉନରେ ଦକ୍ଷିଣ ଆଫ୍ରିକା–ଭାରତ ଦ୍ୱିତୀୟ ଟେଷ୍ଟ ମ୍ୟାଚ । ଦକ୍ଷିଣ ଆଫ୍ରିକା ମାତ୍ର ୫୫ ରନରେ ଅଲଆଉଟ । ମହମ୍ମଦ ସିରାଜଙ୍କୁ ସର୍ବାଧିକ ୬ ୱିକେଟ । ବୁମରା ଓ ମୁକେଶ କୁମାରଙ୍କୁ ୨ଟି ଲେଖାଏଁ ୱିକେଟ । ମୋଟ ୫୫ ରନ ସହ ଆଫ୍ରିକା ଭାରତ ବିପକ୍ଷ ଟେଷ୍ଟ କ୍ରିକେଟର ଏକ ଇନିଂସରେ ସବୁଠାରୁ କମ୍‌ ସ୍କୋର କରିବାର ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛି।

ପ୍ରଥମ ଟେଷ୍ଟରେ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ସିରାଜ ଆଫ୍ରିକୀୟ ବ୍ୟାଟିଂ ଲାଇନଅପ ଧ୍ୱଂସ କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ଦେଇଥିଲେ। ସେ ୬ଟି ଉଇକେଟ୍‌ ନେଇଥିଲେ। ଏହାପୂର୍ବରୁ ନ୍ୟୁଜିଲାଣ୍ଡରେ ଭାରତ ବିପକ୍ଷ ଟେଷ୍ଟରେ ସର୍ବନିମ୍ନ ସ୍କୋର କରିବାର ଲଜ୍ଜାଜନକ ରେକର୍ଡ ଥିଲା। ୨୦୨୧ରେ କିୱି ଦଳ ୱାଙ୍ଖେଡେରେ ଭାରତୀୟ ଦଳ ବିପକ୍ଷରେ ୬୨ ରନ ସଂଗ୍ରହ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା