Masthead

ମିଛର ହୋଲସେଲର ପ୍ରଧାନମନ୍ତ୍ରୀ: ତେଜସ୍ୱୀ ଯାଦବ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାମ ମନ୍ଦିରକୁ ନେଇ ଜୋର ଧରିଛି ରାଜନୀତି । ଆରଜେଡି ନେତା ତେଜସ୍ବୀ ଯାଦବରାମ ମନ୍ଦରକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି । ପ୍ରଭୁ ରାମ ଚାହିଁଲେ ସବୁ ଜାଗାରେ ଘର ଏବଂ ପ୍ରାସାଦ ନିର୍ମାଣ କରିହେବ । କିନ୍ତୁ ନରେନ୍ଦ୍ର ମୋଦି ଦର୍ଶାଇଛନ୍ତି ଯେ ସେ ପ୍ରଭୁ ରାମଙ୍କୁ ଏକ ଘର ଦେଇଛନ୍ତି। ଏକ କାର୍ଯ୍ୟକ୍ରମରେ ତେଜସ୍ବୀ ଯାଦବ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ୍‌ କରି କହିଛନ୍ତି, ପ୍ରଭୁ ରାମଙ୍କ ମନ୍ଦିର ନିର୍ମାଣ କରି ରାଜନୈତିକ ଫାଇଦା ହାସଲ କରିବାକୁ ଚାହୁଁଛି ବିଜେପି।

ମୋଦି ଜୀ ଜଣେ ନକଲି ବ୍ୟକ୍ତି, ସେ ହେଉଛନ୍ତି ମିଛର ହୋଲସେଲର, ମିଥ୍ୟା ବିତରକ। ମନ ଏବଂ ହୃଦୟରେ ବିଶ୍ୱାସ ରହିବା ସହ ଉଦ୍ଦେଶ୍ୟ ସ୍ପଷ୍ଟ ହେବା ଉଚିତ୍‌। ଯଦି ତୁମେ ଭୁଲ କାମ କରି ପାପ କରି ରାମ-ରାମ ଜପ କର, ତେବେ ରାମ ତୁମକୁ ଆଶୀର୍ବାଦ ଦେବ ନାହିଁ। ଯଦି ତୁମେ ଭଲ କାମ କର, ଈଶ୍ବରଙ୍କ ଆଶୀର୍ବାଦ ତୁମ ସହିତ ରହିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା