Masthead

ଭୟଙ୍କର ବସ୍ ଦୁର୍ଘଟଣା, ୪୦ ଆହତ

କାମାକ୍ଷାନଗର (ବଡ଼ ଖବର ବ୍ୟୁରୋ): ଟୁରିଷ୍ଟ ବସ ସହ ଟ୍ରକ ଓ ହାଇଓ୍ବା ଧକା । ହାଇଓ୍ବା ଡାଇଭର ସମେତ ୫ ଆହାତ। ବସରେ ୪୦ରୁ ଅଧିକ ଯାତ୍ରୀ ସମ୍ବଲପୁରରୁ ପିକନିକ ସାରି ଚଣ୍ଡିଖୋଲ ଫେରୁଥିଲେ। ଏଏନଚ ୧୪୯ ଭେଜିଆ ଛକ ନିକଟରେ ବସ ଓଭରଟେକ୍ କରୁଥିବାବେଳେ ଦୁର୍ଘଟଣା ଘଟିଛି । ସମସ୍ତ ଆହାତଙ୍କୁ ତାଳଚେର ମଣ୍ଡାପାଳ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି