Masthead

ଭକ୍ତଶୂନ୍ୟ ମଣ୍ଡପ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): କୋଭିଡ କଟକଣା ଭିତରେ ପାଳିତ ହେଉଛି ମା’ଙ୍କ ପୂଜା । ଅନୁଗୁଳର ଦଶହରା ପଡିଆ, ହେମସୁରପଡା, ଅମଲାପଡା, ଶିମିଳିପଡା ଆଦି ମଣ୍ଡପରେ ପାଳିତ ହେଉଛି ମା’ଙ୍କ ଦୁର୍ଗାଙ୍କ ପୂଜା । କେବଳ ପୂଜକ ଓ କର୍ମକର୍ତ୍ତାଙ୍କ ସମେତ ୭ଜଣଙ୍କୁ ନେଇ ପୂଜାବିଧି ହେଉଛି । ଆଜି ମହାଷ୍ଟମୀରେ ଝଟକୁଛନ୍ତି ମା’ । ଏହି ଅବସରରେ ଅନଗୁଳର ଦଶହରା ପଡିଆରେ ବିଶ୍ୱଶାନ୍ତି ଓ ମହାମାରୀ କରୋନାରୁ ବିଶ୍ୱ ମୁକ୍ତି ପାଇଁ ପୂଜା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ