Masthead

ଆଜିଠୁ ଜୋରଦାର ହେବ ଡ୍ରାଇଭରମାନଙ୍କ ଆନ୍ଦୋଳନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରମାନଙ୍କର ଆନ୍ଦୋଳନ । ହିଟ୍ ଆଣ୍ଡ ରନ୍ ମାମଲାରେ କେନ୍ଦ୍ର ସରକାରଙ୍କ ନୂଆ ଆଇନକୁ ଡ୍ରାଇଭରମାନଙ୍କର ବିରୋଧ । ଆଜିଠୁ ଜୋରଦାର ହେବ ଡ୍ରାଇଭର ମାନଙ୍କ ଆନ୍ଦୋଳନ । ଆଇନ ପ୍ରତ୍ୟାହାର ଦାବିରେ ଦେଶବ୍ୟାପୀ ଚାଲିଛି ଡ୍ରାଇଭରଙ୍କର ଆନ୍ଦୋଳନ ।

ତେବେ ଓଡ଼ିଶାରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି । ବସ୍, ଟ୍ରକ ଓ ଅନ୍ୟାନ୍ୟ ପରିବହନରେ ନିୟୋଜିତ ଡ୍ରାଇଭର ମାନେ ଆଜିଠୁ ଷ୍ଟିଅରିଂ ଛାଡି ରାଜାରାସ୍ତାରେ ହଲ୍ଲାବୋଲର ଚେତାବନୀ ଦେଇଛନ୍ତି । କେନ୍ଦ୍ରୀୟ ଆଇନକୁ ବିରୋଧ ସହ ରାଜ୍ୟ ସରକାରଙ୍କ ପ୍ରତିଶ୍ରୁତି ପୂରଣରେ ବିଫଳତାକୁ ଦାୟି କରି ଅନିର୍ଦ୍ଦିଷ୍ଟ କାଳ ଯାଏଁ ଆନ୍ଦୋଳନ ଡାକରା ଦେଇଛି ଓଡ଼ିଶା ଡ୍ରାଇଭର ମହାସଂଘ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ