ଡ୍ରାଇଭର ସଙ୍ଘ ଆନ୍ଦୋଳନ ସ୍ଥଗିତ: ପରିବହନ କମିଶନର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ସ୍ଥଗିତ ହେଲା ଡ୍ରାଇଭର ସଂଘ ଆନ୍ଦୋଳନ। ଏନେଇ ସୂଚନା ଦେଇଛନ୍ତି ପରିବହନ କମିଶନର ଅମିତାଭ ଠାକୁର। ଗତ ୩ ଦିନ ଧରି ଡ୍ରାଇଭର ମହାସଂଘ ପକ୍ଷରୁ ଷ୍ଟିଅରି ଛାଡ଼ ଆନ୍ଦୋଳନ ଚାଲିଥିଲା । ଏପରି ସ୍ଥିତିରେ ଆଜି ପରିବହନ କମିଶନର ଅମିତାଭ ଠାକୁର ଡ୍ରାଇଭର ସଂଘ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଛନ୍ତି। ଏହି ଆଲୋଚନା ବେଶ୍‌ ଫଳପ୍ରଦ ହେବା ସହ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିବା ପରିବହନ କମିଶନର ସୂଚନା ଦେଇଛନ୍ତି।

ସେପଟେ ପରିବହନ କମିଶନରଙ୍କ ସୂଚନା ପରେ ବି ଡ୍ରାଇଭର ଆନ୍ଦୋଳନ ସ୍ଥଗିତ ଘୋଷଣାରେ ଦେଖାଦେଇଛି ଟୁଇଷ୍ଟ । ଡ୍ରାଇଭର ମାନେ କହିଛନ୍ତି ଯେ ଆନ୍ଦୋଳନ ସ୍ଥଗିତ କଥା ଆମେ ଜାଣିନୁ । କାହା ସହ କମିଶନର ଆଲୋଚନା କରି ସ୍ଥଗିତ ରଖିଲେ ଜାଣିନୁ । ଆମ ରାଜ୍ୟ ସଭାପତି ଏ ସମ୍ପର୍କରେ ଆମକୁ କିଛି କହିନାହାନ୍ତି । ସଭାପତି ନକହିବା ପର୍ୟ୍ୟନ୍ତ ଆମ ଆନ୍ଦୋଳନ ଚାଲୁ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!