Masthead

ପୂଜାରେ କଲବଲ କର୍ମଚାରୀ

ମାଲକାନଗିରି, ( ବଡ଼ ଖବର ବ୍ୟୁରୋ): ପାର୍ବଣରେ ବନ୍ଦ ହେଲା ବାବୁଙ୍କ ଦରମା । ମାଲକାନଗିରି ଜିଲ୍ଲାର ୪ ବିଡିଓଙ୍କ ସମେତ ଜଣେ ନିର୍ବାହୀ ଅଧିକାରୀଙ୍କ ଦରମା ବନ୍ଦ କରିଛନ୍ତି ଉପଜିଲ୍ଲାପାଳ ରାମେଶ୍ୱର ପ୍ରଧାନ । ଜିଲ୍ଲାର ସମସ୍ତ ଭୋଟର ମାନଙ୍କ ଥିବା ଲଜିକାଲ ଏରର ସଂଶୋଧନ, ଡବଲ ଏଣ୍ଟ୍ରି, ଡିଏସଇ ଇତ୍ୟାଦି କାର୍ଯ୍ୟ କରିବା ଜିଲ୍ଲାର ୪ବ୍ଲକ ମାଲକାନଗିରି, ଚିତ୍ରୋକଣ୍ଡା, କାଲିମେଳା, କେରେକଣ୍ଡା ସମେତ ମାଲକାନଗିରି ମୁନିସିପାଲଟି ନିର୍ବାହୀ ଅଧିକାରୀଙ୍କୁ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା । କିନ୍ତୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସମ୍ପୃକ୍ତ ଅଧିକାରୀ ମାନେ ଏହି ସାବୁ କାମ କରିବାରେ ଅକ୍ଷମ ହେବାରୁ ଆଜି ସେମାନଙ୍କ ଦରମା କାଟିଛନ୍ତି ଉପଜିଲ୍ଲାପାଳ । ପରବର୍ତ୍ତି ନିର୍ଦ୍ଦେଶ ନଆସିବା ଯାଏଁ ଏମାନଙ୍କୁ ଚଳିତ ମାସର ଦରମା ପ୍ରଦାନ ନକରିବା ପାଇଁ ଜିଲ୍ଲା ଟ୍ରେଜେରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଉପଜିଲ୍ଲାପାଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ