Masthead

୫ ଜଣ ସାଂସଦଙ୍କୁ ମିଳିବ ସଂସଦରତ୍ନ ପୁରସ୍କାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରତିବର୍ଷ ଶ୍ରେଷ୍ଠ ପ୍ରଦର୍ଶନକାରୀ ସଂସଦୀୟମାନଙ୍କୁ ସେମାନଙ୍କ ପ୍ରଦର୍ଶନ ଆଧାରରେ ସଂସଦ ରତ୍ନ ପୁରସ୍କାର ପ୍ରଦାନ କରାଯାଇଥାଏ। ତେବେ ଏହି କ୍ରମରେ ଚଳିତ ବର୍ଷ ସଂସଦ ରତ୍ନ ପୁରସ୍କାର ପାଇଁ ନାମ ଘୋଷଣା ହୋଇଛି। ଚଳିତ ବର୍ଷର ସଂସଦରତ୍ନ ପୁରସ୍କାର ପାଇଁ ଲୋକ ସଭାର ୫ ଏମ୍‌ପିଙ୍କୁ ଚୟନ କରାଯାଇଛି। ବିଜେପି ଏମ୍‌ପି ସୁକାନ୍ତ ମଜୁମଦାର, ସୁଧୀର ଗୁପ୍ତା, ଶିବସେନାର ଶ୍ରୀକାନ୍ତ ଏକନାଥ ଶିନ୍ଦେ, ଏନ୍‌ସିପିର ଅମୋଲ ରାମସିଂ କୋଲ୍‌ହେ ଏବଂ କଂଗ୍ରେସ ଏମ୍‌ପି କୁଲଦୀପ ରାୟ ଶର୍ମା ଏହି ପୁରସ୍କାର ପାଇବାକୁ ଯାଉଥିବା ଆୟୋଜକମାନେ ଘୋଷଣା କରିଛନ୍ତି। ଫେବୃୟାରୀ ୧୭ରେ ଦିଲ୍ଲୀରେ ଏକ ଉତ୍ସବରେ ଏହି ପୁରସ୍କାର ପ୍ରଦାନ କରାଯିବ। ସଂସଦ ମହାରତ୍ନ ପୁରସ୍କାର ୫ ବର୍ଷରେ ଥରେ ପ୍ରଦାନ କରାଯାଇଥାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା