Masthead

ପିଇଓ ଚାକିରି କରାଇଦେବାକୁ କହି ୩ କୋଟିରୁ ଉର୍ଦ୍ଧ୍ବ ଟଙ୍କା ଠକେଇ, ଶିକ୍ଷକ ଫେରାର

 

ବରୀ(ବଡ଼ ଖବର ବ୍ୟୁରୋ): ପିଇଓ ଚାକିରି କରାଇ ଦେବାକୁ କହି ଠକେଇ ଅଭିଯୋଗ । ଜଣେ ଶିକ୍ଷକ ୩ କୋଟିରୁ ଉର୍ଦ୍ଧ ଟଙ୍କା ଠକି ନେଇ ଫେରାର ଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ହୋଇଛି ଯାଜପୁର ଜିଲ୍ଲା ବରୀ ବ୍ଲକରେ । ବୀର ବ୍ଲକର ବିଭିନ୍ନ ଅଞ୍ଚଳ ଓ କେନ୍ଦ୍ରାପଡ଼ା ଜିଲ୍ଲାର ଇନ୍ଦୁପୁର ଅଞ୍ଚଳରେ ଠକେଇ କରିଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ବରୀ ଥାନାରେ ଅଭିଯୋଗ କରିଛନ୍ତି ଟଙ୍କା ଦେଇଥିବା ବରୀ ପାଲଟପୁର ଗ୍ରାମର ବିଭୂତି ଭୂଷଣ ଜେନା । ଏହି ଘଟଣାରେ ବରୀ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ତେବେ ଅଭିଯୁକ୍ତ ଜଣକ ଜଣେ ଶିକ୍ଷକ ହୋଇଥିବା ଥାନା ଅଧିକାରୀ ପ୍ରକାଶ କରିଛନ୍ତି। ଶିକ୍ଷକ ଜଣଙ୍କ ବରୀ ମଣ୍ଡଳ ଶିକ୍ଷାଧିକାରୀ ଅଧୀନ ପାଲଟ ପୂର୍ ୟୁଜିଏମ୍ ସ୍କୁଲର ସହକାରୀ ଶିକ୍ଷକ ଭାବେ କାର୍ଯ୍ୟ କରନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ