Masthead

କଂଗ୍ରେସର ୬୦ ସିଟ୍ ଫାଇନାଲ !

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): କଂଗ୍ରେସ ବିଧାୟକ ତାର ବାହିନୀପତିଙ୍କ ବଡ଼ ବୟାନ ।  ୨୦୨୪ ନିର୍ବାଚନକୁ ନେଇ ବଡ଼ ବୟାନ ନେଇଛନ୍ତି ତାରା । ତାରା କହିଛନ୍ତି ଆଗାମି ନିର୍ବାଚନକୁ ଆଖିଆଗରେ ରଖି  ୬୦ଟି ସିଟ ପାଇଁ  ଟିକେଟ ଫାଇନାଲ କରିସାରିଛି କଂଗ୍ରେସ । ୯ଟି ବାଧାନସଭା ଆସନ ପାଇଁ ଦଳ ବିଧାୟକ ପ୍ରାର୍ଥୀ ନିଶ୍ଚିତ କରିସାରିଛି ।

୨୦୨୪ ନିର୍ବାଚନ ପାଇଁ କଂଗ୍ରେସ ଆଗୁଆ ଟିକେଟ ଦେବ । ଆସନ୍ତା ଫେବ୍ରୁଆରୀ ଶେଷ ସୁଦ୍ଧା କଂଗ୍ରେସ ଟିକେଟ ଘୋଷଣା କରିବ ବୋଲି କହିଛନ୍ତି ତାରା ବାହିନୀପତି । ଆସନ୍ତା ଫେବ୍ରୁଆରୀରେ  ରାହୁଲ ଗାନ୍ଧିଙ୍କ ସମେତ ଅନେକ କେନ୍ଦ୍ରୀୟ ନେତୃତ୍ୱ ଓଡ଼ିଶା ଆସିବେ । ଭାରତ ଯୋଡ ନ୍ୟାୟ ଯାତ୍ରାରେ କଂଗ୍ରେସର ହେଭିୱେଟ ଚେହେରା ଓଡ଼ିଶା ଆସିବେ ।

ଗତ ନିର୍ବାଚନରେ ଅନେକ ସ୍ଥାନରେ କଂଗ୍ରେସ ପ୍ରାର୍ଥୀ କମ ଭୋଟରେ ପରାଜିତ ହୋଇଥିଲେ । ତେଣୁ ଏଥର ସର୍ଭେ ଅନୁଯାୟୀ ଟିକେଟ ବଣ୍ଟନ ହେବ ବୋଲି କହିଛନ୍ତି ତାରା । ଏହାସହ ନିର୍ବାଚନ ପୂର୍ବରୁ ଅନେକ ବଡ ଚେହେରା ହାତ ଧରିବେ ବୋଲି ସେ କହିଛନ୍ତି । ତେବେ ତାରାଙ୍କ ଏହି ବୟାନ ପରେ କଂଗ୍ରେସ ମହଲରେ ଚର୍ଚ୍ଚା ଜୋର ଧରିଛି । କୁହାଯାଉଛି ନୂଆ ପ୍ରଭାରୀ ଦାୟିତ୍ୱ ନେବା ପରେ ଆକ୍ଟିଭମୋଡକୁ ଆସିବା ସହ ୨୦୨୪ ନିର୍ବାଚନ ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛି ରାଜ୍ୟ କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା