Masthead

ଆସିକା ସବଡିଭିଜନ ମେଡିକାଲରେ ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ

ଆସିକା (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ଆସିକା ସହର ଉପକଣ୍ଠ ସବଡିଭିଜନ ମେଡିକାଲ ଠାରେ ଘଟିଛି ଅଗ୍ନିକାଣ୍ଡ । ଵିଦ୍ୟୁତ ସର୍ଟ ସର୍କିଟ ଯୋଗୁଁ ମେଡିକାଲ ଠାରେ ଏହି ଅଗ୍ନିକାଣ୍ଡ ଘଟିଥିଲା । ସର୍ଟ ସର୍କିଟ ହେବା ପରେ କ୍ଷଣିକ ମଧ୍ୟରେ ନିଆଁ ବ୍ୟାପିଥିଲା । ଏଥିରେ କୌଣସି ଅଘଟଣ ହୋଇ ନଥିବା ବେଳେ ବିପଦରୁ ଅଳ୍ପକେ ବଞ୍ଚିଥିଲେ ଠିକା ବିଦ୍ୟୁତ କର୍ମଚାରୀ । ସଙ୍ଗେ ସଙ୍ଗେ ଅଗ୍ନିଶମ ବାହିନୀ ମେଡିକାଲରେ ପହଞ୍ଚି ନିଆଁକୁ ଆୟତ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ