Masthead

ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ପୂର୍ବରୁ ମୋଦିଙ୍କ ସନ୍ଦେଶ, ଆଜିଠାରୁ ୧୧ ଦିନ ପର୍ଯ୍ୟନ୍ତ କରିବେ ସ୍ୱତନ୍ତ୍ର ରୀତିନୀତି

ଅଯୋଧ୍ୟା (ବଡ଼ ଖବର ବ୍ୟୁରୋ): ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପୁର୍ବରୁ ଦେଶବାଶୀଙ୍କୁ ଅଡିଓ ସନ୍ଦେଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ । ସେ କହିଛନ୍ତି ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠାକୁ ଆଉ ୧୧ ଦିନ ରହିଲା । ମୋର ସୌଭାଗ୍ୟ, ମୁଁ ଏହି ପୁଣ୍ୟ ଅବସରରେ ଉପସ୍ଥିତି ରହିବି । ଏହି ଅବସରରେ ଦେଶବାସୀଙ୍କ ପ୍ରତିନିଧିତ୍ବ କରିବାକୁ ପ୍ରଭୁ ମୋତେ ସୃଷ୍ଟି କରିଛନ୍ତି । ଏହାକୁ ଦୃଷ୍ଟିରେ ରଖି ଆଜିଠୁ ୧୧ ଦିନ ଲାଗି ଏକ ବିଶେଷ ଅନୁଷ୍ଠାନ ଆରମ୍ଭ କରୁଛି । ଏଥିଲାଗି ମୁଁ ଆପଣ ସମସ୍ତଙ୍କ ଠାରୁ ଆଶୀର୍ବାଦ ଭିକ୍ଷା କରୁଛି । ଏଭଳି ମୁହୂର୍ତ୍ତରେ ନିଜ ଭାବନାକୁ ଶଦ୍ଦରେ ପ୍ରକାଶ କରିବା କଷ୍ଟସାଧ୍ୟ, କିନ୍ତୁ ମୁଁ ମୋ ପକ୍ଷରୁ ଏକ ପ୍ରୟାସ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼