Masthead

ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନସ୍ପେକ୍ଟର, ନଗଦ ୧୧ ଲକ୍ଷ ଟଙ୍କା ଜବତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନସ୍ପେକ୍ଟର ।୧୧ ଲକ୍ଷ ଟଙ୍କା ସହ ଧରାପଡ଼ିଲେ ତାଳଚେରର ଟ୍ରାଫିକ ଇନସ୍ପେକ୍ଟର । ଟ୍ରାଫିକ ଇନସ୍ପେକ୍ଟର ଜିତେନ୍ଦ୍ର ବେହେରାଙ୍କୁ ଧରିଲା ଭିଜିଲାନ୍ସ । କାର୍‌ରେ ତାଳଚେରରୁ ଅସ୍ତରଙ୍ଗ ଯିବା ବେଳେ ବାଲିଅନ୍ତାରେ ଧରାପଡ଼ିଲେ । ତାଙ୍କ ଗାଡିରୁ ମିଳିଥିବା ନଗଦ ୧୧ ଲକ୍ଷରୁ ଅଧିକ ଟଙ୍କା କେଉଁଠୁ ଆଣିଲେ, ଟଙ୍କା କାହାର, ଟଙ୍କା ନେଇ ସେ କେଉଁଠିକୁ ଯାଉଛନ୍ତି, ତାହାର କୌଣସି ସନ୍ତୋଷ ଜନକ ଉତର ଦେଇପାରିନଥିଲେ । ଟ୍ରାଫିକ ଇନସ୍ପେକ୍ଟରଙ୍କ ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ଭିଜିଲାନ୍ସର ଚଢ଼ାଉ ଚାଲିଛି । ତାଳଚେର ଭଡ଼ା ଘରୁ ୩ ଲକ୍ଷ ଟଙ୍କା ଓ ୩୩୬ ଗ୍ରାମ ସୁନା ଜବତ । ଟ୍ରାଫିକ ଇନସ୍ପେକ୍ଟରଙ୍କ ଅସ୍ତରଙ୍ଗ ଘରୁ ୧୦ ଲକ୍ଷ ଟଙ୍କା ଜବତ ହୋଇଛି । ବର୍ତ୍ତମାନ ସୁଦ୍ଧା ଭିଜିଲାନ୍ସ ଚଢଉରୁ ମୋଟ୍ ୨୪ ଲକ୍ଷ ୨୪ ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା