Masthead

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକ୍ରମରେ ସାମିଲ ହେବେନି ନରସିଂହ ମିଶ୍ର

ବଲାଙ୍ଗିର(ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ୟ୍ୟକ୍ରମରେ ସାମିଲ ହେବେନି ନରସିଂହ ମିଶ୍ର । ପରିକ୍ରମା କାର୍ଯ୍ୟକ୍ରମରେ ଯୋଗ ଦେବେ ନାହିଁ ବୋଲି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ପରିକ୍ରମା ପ୍ରକଳ୍ପ ଅସମ୍ପୂର୍ଣ୍ଣ ସତ୍ତ୍ୱେ ଲୋକାର୍ପଣ କରୁଥିବାରୁ ସାମିଲ ହେବେ ନାହିଁ ବୋଲି କହିଛନ୍ତି । ଜଗନ୍ନାଥଙ୍କ ନାମରେ ସରକାର ରାଜନୀତି କରୁଥିବାରୁ ସେ ନାପସନ୍ଦ କରିଛନ୍ତି । ଏପରିକି ଭାଗବାନ ସମସ୍ତଙ୍କୁ ଦିଅନ୍ତି ହେଲେ ସରକାର ତାଙ୍କ ନାମରେ ଭିକ୍ଷା ମାଗୁଛନ୍ତି । କେବଳ ପରିକ୍ରମା ପ୍ରକଳ୍ପ ନୁହେଁ, ବଲାଙ୍ଗିର ସୁକତେଲ ଓ ସ୍ମାର୍ଟ ପାର୍କ ମଧ୍ୟ ଅଧୁରା ଲୋକାର୍ପଣ କରାଯାଇଛି । ହେଲେ ଏବେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କାର୍ଯ୍ୟକ୍ରମ ପାଇଁ ଗାଁକୁ ଗାଁ ରଥ ବୁଲା ଯାଉଥିବାରୁ ତାକୁ ନାପସନ୍ଦ କରିଛନ୍ତି ନରସିଂହ ମିଶ୍ର । ନିମନ୍ତ୍ରଣ କରାଯାଇଥିଲେ ବି ଅଧୁରା ପ୍ରକଳ୍ପକୁ ଉଦଘାଟନ କରାଯାଉଥିବାରୁ କାର୍ଯ୍ୟକ୍ରମରେ ଯୋଗ ଦେବେ ନାହିଁ ବୋଲି ସିଧାସାଳଖ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା