Masthead

୨୦୨୪ ନିର୍ବାଚନ ଲାଗି ବଢିବ ପ୍ଲାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ବୈଠକରେ ଇଣ୍ଡିଆ ମେଣ୍ଟ ବୈଠକ। ୨୦୨୪ ନିର୍ବାଚନ ଲାଗି ବଢିବ ପ୍ଲାନ । ବିଭିନ୍ନ ଦଳ ମଧ୍ୟରେ ଆସନ ବୁଝାମଣା ନେଇ ବୈଠକରେ ଆଲୋଚନା ହେବ । ନିଜ ନିଜ ରାଜ୍ୟରେ ଆଞ୍ଚଳିକ ଦଳ ଦବଦବା ରଖିବା ଲାଗି ଅଧିକ ଆସନ କଂଗ୍ରେସକୁ ଛାଡିବାକୁ ପ୍ରସ୍ତୁତ ନଥିବାରୁ ସମସ୍ୟା ବଢିବାରେ ଲାଗିଛି । ସେପଟେ ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେ କହିଛନ୍ତି- ତାଙ୍କ ଦଳ ୨୫୫ ଆସନରେ ଲଢେଇ ଲାଗି ନିର୍ଣ୍ଣୟ କରିଛି । ଯଦି ୨୫୫ ଆସନରେ କଂଗ୍ରେସ ଲଢିବ ତେବେ ସ୍ବାଧୀନତା ପରେ ଏହା ହେବ ଦଳ ଲଢୁଥିବା ସବୁଠାରୁ କମ୍ ଆସନ ।

ଅନ୍ୟପଟେ ପଶ୍ଚିମବଙ୍ଗ, ଉତ୍ତରପ୍ରଦେଶ ଓ ବିହାରରେ କଂଗ୍ରେସକୁ ଅଧିକ ଆସନ ଛାଡିବା ଲାଗି ସହଯୋଗୀ ଦଳ ପ୍ରସ୍ତୁତ ନାହାନ୍ତି । ପଶ୍ଚିମବଙ୍ଗରେ କେବଳ ମାଲଦା ଦକ୍ଷିଣ ଓ ବରହମପୁର ଆସନକୁ କଂଗ୍ରେସକୁ ଦେବା ଲାଗି ଟିଏମସି ଚାହୁଁଛି । ଏହାକୁ ନେଇ ଦୁଇ ଦଳ ମଧ୍ୟରେ ବୁଝାବଣା ହୋଇପାରି ନାହିଁ । ସେହିପରି ଉତ୍ତର ପ୍ରଦେଶ ଓ ବିହାରରେ ବି କଂଗ୍ରେସକୁ ଅଧିକ ଆସନ ଛାଡିବା ଲାଗି ରାଜି ନାହାନ୍ତି ସମାଜବାଦୀ ପାର୍ଟି, ଆରଜେଡି ଓ ଜେଡିୟୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା