Masthead

କଂଗ୍ରେସ କୌଣସି ଧର୍ମକୁ କି ଧର୍ମଗୁରୁଙ୍କୁ ଅପମାନିତ କରିନାହିଁ: ମଲ୍ଲିକାର୍ଜୁନ ଖଡଗେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜାନୁଆରୀ ୨୨ରେ ଅଯୋଧ୍ୟା ରାମମନ୍ଦିର ପ୍ରାଣପ୍ରତିଷ୍ଠା ଉତ୍ସବ । ପ୍ରାଣ ପ୍ରତିଷ୍ଠା ଉତ୍ସବରେ ଯୋଗଦେବା ପାଇଁ ମନା କରିଛି କଂଗ୍ରେସ । ଯାହାକୁ ନେଇ ଆରମ୍ଭ ହୋଇଛି ରାଜନୀତି । ବିଜେପି ସମାଲୋଚନା କରୁଥିବା ବେଳେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଭଗବାନ ରାମଙ୍କ ଉପରେ ଆସ୍ଥା ରଖିଥିବା କୌଣସି ଭକ୍ତ ଯେକୌଣସି ଦିନ ଅଯୋଧ୍ୟା ଯାଇ ମନ୍ଦିରରେ ଦର୍ଶନ କରିପାରିବେ।

ବିଜେପି ଏକ ଷଡ଼ଯନ୍ତ୍ରର ଅଂଶବିଶେଷ ସ୍ୱରୂପ କଂଗ୍ରେସକୁ ଟାର୍ଗେଟ କରୁଛି। କଂଗ୍ରେସ କୌଣସି ଧର୍ମକୁ କି ଧର୍ମଗୁରୁଙ୍କୁ ଅପମାନିତ କରିନାହିଁ। କିନ୍ତୁ ବିଜେପିର ଧ୍ୟାନ ହଟାଇବା କୌଶଳରେ ଦଳ ପଡ଼ିବ ନାହିଁ। ପ୍ରାଣପ୍ରତିଷ୍ଠା ଉତ୍ସବରେ ଯୋଗଦେବା ପାଇଁ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ନେତ୍ରୀ ସୋନିଆ ଗାନ୍ଧୀ ଓ ଲୋକ ସଭାରେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀଙ୍କୁ ନିମନ୍ତ୍ରଣ କରାଯାଇଥିଲା। କିନ୍ତୁ ଏହି ଉତ୍ସବରେ ଯୋଗ ଦେବେ ନାହିଁ ବୋଲି ସେମାନେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଭୀର ଅବପାତ ନେଇ IMDର ବଡ଼ ସୂଚନା, ୨୩ ରାତିରେ ଉପକୂଳ ଛୁଇଁବ   🔴 ୫ ଦଫା ଦାବିରେ ଗୁଡାରି ବନ୍ଦ,  ୧୨ ଘଣ୍ଟିଆ ବନ୍ଦରେ ଜନଜୀବନ ପ୍ରଭାବିତ   🔴 ଏସୀୟ କ୍ରୀଡ଼ାରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ମହିଳା କ୍ରିକେଟ୍ ଟିମ୍‌ର ବଡ଼ ସଫଳତା 🔴 PEOଙ୍କ ଘରୁ ମିଳିଲାଣି ୨ଲକ୍ଷ ୯୮ ହଜାର ଟଙ୍କା 🔴 ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ଟିମ୍, ୧୨୦୦ କେଜି ଗଞ୍ଜେଇ ଜବତ  🔴 କାଚୁଛି ବର୍ଷା, ବହିଲାଣି ପବନ..୨୪ ତାରିଖ ଯାଏ ସ୍କୁଲ ଛୁଟି ଘୋଷଣା! 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଗଭୀର ଅବପାତ ନେଇ IMDର ବଡ଼ ସୂଚନା, ୨୩ ରାତିରେ ଉପକୂଳ ଛୁଇଁବ   🔴 ୫ ଦଫା ଦାବିରେ ଗୁଡାରି ବନ୍ଦ,  ୧୨ ଘଣ୍ଟିଆ ବନ୍ଦରେ ଜନଜୀବନ ପ୍ରଭାବିତ   🔴 ଏସୀୟ କ୍ରୀଡ଼ାରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ମହିଳା କ୍ରିକେଟ୍ ଟିମ୍‌ର ବଡ଼ ସଫଳତା 🔴 PEOଙ୍କ ଘରୁ ମିଳିଲାଣି ୨ଲକ୍ଷ ୯୮ ହଜାର ଟଙ୍କା 🔴 ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ଟିମ୍, ୧୨୦୦ କେଜି ଗଞ୍ଜେଇ ଜବତ  🔴 କାଚୁଛି ବର୍ଷା, ବହିଲାଣି ପବନ..୨୪ ତାରିଖ ଯାଏ ସ୍କୁଲ ଛୁଟି ଘୋଷଣା! 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି