Masthead

ମଦ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ୪ର୍ଥ ସମନ କଲା ଇଡି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମଦ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ପୁଣି ସମନ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜରିୱାଲଙ୍କୁ ୪ର୍ଥ ଥର ପାଇଁ ଇଡିର ସମନ । ଇଡିର ୩ ଥର ସମନ ସତ୍ତ୍ବେ ହାଜର ହୋଇନଥିଲେ କେଜରିୱାଲ । ଦିଲ୍ଲୀ ଏକ୍ସାଇଜ ପଲିସି ମାମଲାରେ ପଚରାଉଚରା ପାଇଁ ଇଡି ତାଙ୍କୁ ଚତୁର୍ଥ ଥର ପାଇଁ ସମନ ପଠାଇଛି। ଜାନୁଆରୀ ୧୮ରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଇଡିରେ ହାଜର ହେବାକୁ କୁହାଯାଇଛି। ଏହାପୂର୍ବରୁ, ଦିଲ୍ଲୀ ଏକ୍ସାଇଜ ପଲିସି ମାମଲାରେ ୨୦୨୩ ନଭେମ୍ବର ୨, ଡିସେମ୍ବର ୨୧ ଏବଂ ୩ ଜାନୁଆରୀ ୨୦୨୪ରେ ପଚରାଉଚରା ପାଇଁ ଇଡି ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଡାକିଥିଲା। ତିନିଥର ପଚରାଉଚରା ପାଇଁ ସମନ ଜାରି ସତ୍ତ୍ୱେ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ ଇଡିରେ ହାଜର ହୋଇନଥିଲେ। ପ୍ରତ୍ୟେକ ଥର ସେ ଏକ ଚିଠି ଜାରି କରି ଇଡିର ଡାକରାକୁ ବେଆଇନ ବୋଲି କହିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ