Masthead

ମହଙ୍ଗା ପଡିଲା ମହିଳା ପୋଲିସଙ୍କୁ ଦୁର୍ବ୍ୟବହାର, ଗିରଫ ହେଲେ କର୍ପୋରେଟର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମହଙ୍ଗା ପଡିଲା ଦାଦାଗିରି । ଗିରଫ ହେଲେ କର୍ପୋରେଟର । ହାଇଟେକ୍ ଛକ ନିକଟରେ ଗୁରୁବାର ରାତିରେ କର୍ପୋରେଟର ଜୀବନ ରାଉତଙ୍କ ଦାଦାଗିରି ମହଙ୍ଗା ପଡିଛି । ମହିଳା ପୋଲିସ କର୍ମଚାରୀଙ୍କୁ ଦୁର୍ବ୍ୟବହାର ଓ ଆକ୍ରମଣ ଅଭିଯୋଗରେ ଶୁକ୍ରବାର ମଞ୍ଚେଶ୍ୱର ଥାନା ପୋଲିସ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସୂଚନା ଅନୁଯାୟୀ ଗୁରୁବାର ଏନଏଚ୍-୧୬ କାମ ବନ୍ଦ କରି କର୍ପୋରେଟର ଓ ତାଙ୍କ ସହଯୋଗୀ ବଟି ମାଗୁଥିଲେ ଖବର ପାଇଁ ଘଟଣାସ୍ଥଳରେ ପୋଲିସ ପହଞ୍ଚି ବାରଣ କରିବାରୁ ମହିଳା ପୋଲିସ କର୍ମଚାରୀଙ୍କୁ ଆକ୍ରମଣ କରିଥିଲେ । ଏନେଇ ଏଏସଆଇ ଥାନାରେ ଅଭିଯୋଗ କରିବା ପରେ ପୋଲିସ ମାମଲା ରୁଜୁ କରି ତାଙ୍କୁ ଗିରଫ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ