Masthead

ରୀତିନୀତିକୁ ନେଇ ଯୋଗ ଦେବେନି ଶଙ୍କରାଚାର୍ଯ୍ୟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୨୨ରେ ହେବ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା । ସାମିଲ ହେବେ ନାହିଁ ଶଙ୍କରାଚାର୍ଯ୍ୟ । ରୀତିନୀତି କାରଣରୁ ସାମିଲ ହେଉ ନଥିବା କହିଛନ୍ତି ଶଙ୍କରାଚାର୍ଯ୍ୟ । ସେମାନଙ୍କ ମଧ୍ୟରୁ ୩ ଜଣ ଏହି କାର୍ଯ୍ୟକ୍ରମକୁ ସମର୍ଥନ କରିଥିଲେ ମଧ୍ୟ ରୀତିନୀତି କାରଣରୁ ସାମିଲ ହେଉନଥିବା କହିଛନ୍ତି। ‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆମେ ବିରୋଧ କରୁନାହୁଁ, କେବଳ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ମନ୍ଦିର ନିର୍ମାଣ ସଂପୂର୍ଣ୍ଣ ହେବା ପୂର୍ବରୁ ହେଉଥିବା ଏବଂ ସନାତନ ଧର୍ମର କେତେକ ରୀତିନୀତି ପାଳନ ହେଉନଥିବାରୁ ଏଥିରୁ ଦୂରେଇ ରହିବୁ ବୋଲି ସେମାନେ କହିଛନ୍ତି। କେବଳ ଜ୍ୟୋତିର୍ମଠ ଶଙ୍କରାଚାର୍ଯ୍ୟ ସ୍ୱାମୀ ଅବିମୁକ୍ତେଶ୍ୱରାନନ୍ଦ ମହାରାଜ ସମାରୋହ ବିରୋଧରେ ଟିପ୍ପଣୀ ଦେଇଛନ୍ତି। ସନାତନ ଧର୍ମର ଶୀର୍ଷ ଆଧ୍ୟାତ୍ମିକ ନେତାଙ୍କ ପ୍ରତିକ୍ରିୟାକୁ ନେଇ ବିରୋଧୀ ଦଳମାନେ ଏବେ ବିଜେପିକୁ ଘେରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ