Masthead

ନୀଳଗିରିରେ ଗଡ଼ିଲା ପ୍ରଥମ ଟ୍ରେନ୍

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ନୀଳଗିରିବାସୀ ଦେଖିବେ ପାସେଞ୍ଜର ଟ୍ରେନ୍ । ସ୍ଵାଧୀନତା ପରେ ପ୍ରଥମ ଥର ନୀଳଗିରିକୁ ଆଜି ଠାରୁ ଗଡିଛି ପାସେଞ୍ଜର ଟ୍ରେନ । ଅପରହ୍ନ ୧୨ଟାରେ ନୀଳଗିରି ଗୋପୀନାଥ ପୁର ରେଳ ଷ୍ଟେସନରୁ ଶୁଭ ଉଘଟାନ କରିଛନ୍ତି ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ । ଦିନକୁ ତିନିଥର ବାଲେଶ୍ୱର ରୁ ନୀଳଗିରି ଗୋପୀନାଥ ପୁର ମଧ୍ୟରେ ଚଳାଚଳ କରିବ ପାସେଞ୍ଜର ଟ୍ରେନ୍ । ନୀଳଗିରି ବାସୀଙ୍କ ବହୁ ଦିନର ଆଶା ଓ ସ୍ଵପ୍ନ ପୂରଣ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା