Masthead

ପ୍ରଶାସନର ପ୍ରତିଶ୍ରୁତି ପାଣିର ଗାର

ପିପିଲି (ବଡ଼ ଖବର ବ୍ୟୁରୋ): ପିପିଲି ସରକାରୀ ଡାକ୍ତରଖାନାକୁ ସଚଳ କରିବା ଦାବିରେ ତିନିଦିନ ଧରି ସ୍ଥାନୀୟ ବାସିନ୍ଦା ଓ କିଛି ସ୍ୱେଚ୍ଛାସେବୀ ସଂଗଠନ ଅନଶନରେ ବସିଥିଲେ । ପରେ ପିପିଲି ବ୍ଲକ ପ୍ରକଳ୍ପ ସ୍ୱାସ୍ଥ୍ୟ ଅଧିକାରୀ, ତହସିଲଦାର ଓ ପିପିଲି ଏସଡିପିଓ ହସ୍ପିଟାଲକୁ ସଚଳ କରିବା ପାଇଁ ଆନ୍ଦୋଳନକାରୀଙ୍କୁ ଦେଇଥିଲେ ପ୍ରତିଶ୍ରୁତି । ୨୪ ଘଣ୍ଟା ମଧ୍ୟରେ ଦୁଇଜଣ ସ୍ଥାୟୀ ଡାକ୍ତରଙ୍କୁ ନିଯୁକ୍ତି ଦିଆଯିବ ବୋଲି ଦେଇଥିବା ପ୍ରତିଶ୍ରୁତି ପ୍ରତିଶ୍ରୁତିରେ ରହିଗଲା ବୋଲି ଅଞ୍ଚଳବାସୀ କହୁଛନ୍ତି ।

ପ୍ରଶାସନ ଦେଇଥିବା ପ୍ରତିଶ୍ରୁତିକୁ ତିନିଦିନ ବିତିଗଲାଣି । ନୂଆ ଡାକ୍ତର ଯୋଗଦେଇ ନାହାନ୍ତି । ବର୍ତ୍ତମାନ ସ୍ଥାନୀୟ ବାସିନ୍ଦାଙ୍କ ମନରେ ଅନେକ ପ୍ରଶ୍ନ ଉଙ୍କି ମାରୁଛି । କ’ଣ ପାଇଁ ଜିଲ୍ଲା ପ୍ରଶାସନ ପିପିଲିକୁ ଆଡଦୃଷ୍ଟିରେ ଦେଖୁଛି । ସ୍ଥାନୀୟ ପ୍ରଶାସନ ଦେଇଥିବା ପ୍ରତିଶ୍ରୁତି କ’ଣ ପାଣିର ଗାର କି ବୋଲି ଲୋକେ ପ୍ରଶ୍ନ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି