Masthead

ପୁରୀରେ ପାଣ୍ଡିଆନଙ୍କୁ କଳା ପତାକା ପ୍ରଦର୍ଶନ

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀରେ ୫ଟି ଅଧକ୍ଷ ଭି କେ ପାଣ୍ଡିଆନଙ୍କୁ ଛାତ୍ର କଂଗ୍ରେସର କଳା ପତାକା ପ୍ରଦର୍ଶନ । ପରିକ୍ରମା ପ୍ରକଳ୍ପକୁ କେନ୍ଦ୍ର କରି ୪ଟି ଶୌଚାଳୟ ଓ ରାସ୍ତା ନିର୍ମାଣ କରି ଜଗତର ନାଥ ଜଗନ୍ନାଥଙ୍କ ନାମରେ ରାଜନୀତି କରିବା ତଥା ଅର୍ପଣ ରଥ ମାଧ୍ୟମରେ ନିଜ ପ୍ରଚାର ପାଇଁ ମହାପ୍ରଭୁଙ୍କ ମୂର୍ତ୍ତିକୁ ଅପମାନିତ କରିବା ଓ ଚାଉଳ ଭିକ୍ଷା କରିବା ଆଦିକୁ ଦୃଷ୍ଟିରେ ରଖି ଛାତ୍ର କଂଗ୍ରେସ ଗୋ ବ୍ୟାକ ନାରାରେ ୫ଟି ଅଧକ୍ଷ ଭି କେ ପାଣ୍ଡିଆନଙ୍କୁ ବିରୋଧ କରିଛି ।

ନଅ ଅଙ୍କ ଦୁର୍ଭିକ୍ଷ ବେଳେ ମଧ୍ୟ ଜଗନ୍ନାଥଙ୍କ ଲାଗି ଚାଉଳ ଭିକ୍ଷା ହୋଇନାହିଁ । ଲକ୍ଷ୍ମୀ ସାଆନ୍ତାଣୀ ଯେଉଁଠି ଅଛନ୍ତି ସେଠି ଭଣ୍ଡାର କେବେ ଖାଲି ରହିବ କି ? ସଂଗୃହିତ ଚାଉଳ ମହାପ୍ରସାଦରେ ଲାଗିବ କି? ରାସ୍ତା ଲୋକାର୍ପଣ ପାଇଁ ଜଗନ୍ନାଥ ଙ୍କ ନାଁରେ ଚାଉଳ ଭିକ୍ଷା କାହିଁକି ହେଉଛି ? ଏହି ସବୁ ବିଷୟକୁ କେନ୍ଦ୍ର କରି ଛାତ୍ର କଂଗ୍ରେସ ତରଫରୁ ଜିଲ୍ଲା ସଭାପତି ଆଶୁତୋଷ ମିଶ୍ରଙ୍କ ନେତୃତ୍ୱରେ ୫ଟି ଅଧକ୍ଷ ଭି କେ ପାଣ୍ଡିଆନଙ୍କ ପୁରୀ ଗସ୍ଥକୁ କଳା ପତକା ପ୍ରଦର୍ଶନ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା