Masthead

କୋକେନ ଜବତ ଘଟଣା, ଅଟକ ଥିବା ଜଣେ କ୍ରିୟୁ ମେମ୍ବର ହାତ କାଟି ସମୁଦ୍ରକୁ ଡେଇଁଲେ

ପାରାଦୀପ(ବଡ଼ ଖବର ବ୍ୟୁରୋ): ପାରାଦୀପରେ ଜାହାଜରୁ ୨୨୦କୋଟି କୋକେନ ଜବତ ଘଟଣା । ଜାହାଜରୁ ଡେଇଁଲେ ଅଟକ ଥିବା କ୍ରିୟୁ ମେମ୍ବର । ନିଜ ହାତ କାଟିବା ପରେ ସମୁଦ୍ରକୁ ଡେଇଁଲେ କ୍ରିୟୁ ମେମ୍ବର । ଗୁରୁତର ଅବସ୍ଥାରେ ତାଙ୍କୁ ପାରାଦୀପ ପୋର୍ଟ ମେଡିକାଲରେ ଭର୍ତି କରାଯାଇଛି । କ୍ରିୟୁ ମେମ୍ବର ଜଣକ ଭିଏତନାମର ନାଗରିକ । ସେ କାହିଁକି ଆତ୍ମହତ୍ୟା ଉଦ୍ୟମ କରୁଥିଲେ ତାହା ଜଣାପଡ଼ିନାହିଁ । ଗତ ଡିସେମ୍ବର ୧ ତାରିଖରେ ପାରାଦୀପରେ ଏକ ଜାହାଜରୁ କୋକେନ ଜବତ ହୋଇଥିଲା । ଜାହାଜରୁ ୨୨୦ କୋଟି ଟଙ୍କାର କୋକେନ୍ ଜବତ ହେବା ପରେ ୨୧ ଜଣ କ୍ରିୟୁ ମେମ୍ବରଙ୍କୁ ଅଟକ ରଖାଯାଇଛି । କଷ୍ଟମ୍ ବିଭାଗ କ୍ରିୟୁ ମେମ୍ବରଙ୍କୁ ଅଟକ ରଖିଥିବା ବେଳେ ଭିଏତନାମାର କ୍ରିୟୁ ମେମ୍ବର ସମୁଦ୍ରକୁ ଡେଇଁ ପଡ଼ିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼