Masthead

ବିମାନରେ ପାଇଲଟଙ୍କୁ ନିର୍ଧୂମ ଛେଚିଲେ ଯାତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଳମ୍ବରେ ଉଡ଼ିଲା ବିମାନ, ପାଇଲଟ୍‌ଙ୍କୁ ନିର୍ଧୂମ ମାଡ଼ ମାରିଲେ ଯାତ୍ରୀ । ବିମାନଟି ବିଳମ୍ୱରେ ଉଡାଣ କରିବା ନେଇ ଘୋଷଣା କରିଥିଲେ ପାଇଲଟ୍ । ହେଲେ ଏଥିରେ ଉତ୍ତକ୍ଷିପ୍ତ ହୋଇ ଜଣେ ଯାତ୍ରୀ ସିଧା ପାଇଲଟଙ୍କ ନିକଟକୁ ଯାଇ ତାଙ୍କୁ ଚାପୁଡା ମାରିଥିଲେ । ଯାହାର ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ପ୍ରକୃତରେ, ବିମାନ ପାଇଲଟ ବିମାନ ବିଳମ୍ବକୁ ନେଇ ଏକ ଘୋଷଣା କରୁଥିଲେ ଯେଉଁଥିପାଇଁ ଯାତ୍ରୀ କ୍ରୋଧିତ ହୋଇ ତାଙ୍କୁ ଆକ୍ରମଣ କରିବା ଆରମ୍ଭ କରିଥିଲେ।

ଭିଡିଓରେ ହଳଦିଆ ଜ୍ୟାକେଟ ପିନ୍ଧିଥିବା ଜଣେ ବ୍ୟକ୍ତି ହଠାତ୍‌ ପାଇଲଟଙ୍କ ଆଡକୁ ଗଲେ ଏବଂ ତାଙ୍କୁ ପିଟିଲେ। ଏହି ଘଟଣା ପରେ ଏୟାର ହୋଷ୍ଟେସ ଜୋରରେ ଚିତ୍କାର କରିବାକୁ ଲାଗିଲେ। କେଉଁ ବିମାନରେ ଏହି ଘଟଣା ଘଟିଛି ତାହା ଏପର୍ଯ୍ୟନ୍ତ ଜଣା ପଡିନାହିଁ। ବିମାନରେ ବିଳମ୍ବ ହେତୁ ଯାତ୍ରୀ କ୍ରୋଧିତ ହୋଇଥିଲେ ଯେଉଁଥିପାଇଁ ସେ ପାଇଲଟଙ୍କ ଉପରେ ରାଗିଥିଲେ। ଭିଡିଓ ଭାଇରାଲ ହେବା ପରେ ଲୋକମାନେ ଉକ୍ତ ବ୍ୟକ୍ତିଙ୍କୁ ଗିରଫ କରିବାକୁ ଦାବି କରୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି..