Masthead

ପରିକ୍ରମା ପ୍ରକଳ୍ପକୁ ବିରୋଧୀଙ୍କ ବୟକଟ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ଜୋର ଧରିଛି ରାଜନୀତି । ବିରୋଧୀ କଂଗ୍ରେସ ଓ ବିଜେପି ପରିକ୍ରମା ପ୍ରକଳ୍ପର ଲୋକାର୍ପଣକୁ ବୟକଟ କରିଛନ୍ତି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସରକାରଙ୍କୁ କରିଛନ୍ତି ଟାର୍ଗେଟ । ଜଗନ୍ନାଥ କୌଣସି ଦଳର ନୁହନ୍ତି କିନ୍ତୁ ପ୍ରକଳ୍ପ ଲୋକାର୍ପଣକୁ ବିଜେଡି ଦଳୀୟ କାର୍ଯ୍ୟକ୍ରମ କରିଦେଇଥିବା କହିଛନ୍ତି ମନମୋହନ ସାମଲ ।

ସେପଟେ ପ୍ରକଳ୍ପକୁ ନେଇ ବିଜେଡି ଉପରେ ବର୍ଷିଛନ୍ତି କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ । ୩ଟି ପ୍ରସଙ୍ଗକୁ ନେଇ ସରକାରଙ୍କୁ ଟାର୍ଗେଟ କଲେ ବିଜୟ । କାମିୟା ଜାନୀ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଟାର୍ଗେଟ କଲେ । ମହାପ୍ରସାଦ ପ୍ରଚାର ପାଇଁ ଗୋମାଂସ ଭକ୍ଷଣକାରୀଙ୍କୁ ଆଣି ପ୍ରବେଶ କରାଇବା ସହ ଓଡ଼ିଆଙ୍କ ଧର୍ମୀୟ ଭବନା ପ୍ରତି ବିଜେଡି କୁଠାରଘାତ କରିଥିବା କହିଛନ୍ତି ବିଜୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼