Masthead

ବେଦ ଧ୍ୱନିରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର

ପୁରୀ (ବଡ଼ ଖବର ବ୍ୟୁରୋ): ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କାର୍ଯ୍ୟକ୍ରମ । ଉତ୍ସବ ମୁଖର ଶ୍ରୀକ୍ଷେତ୍ର । ବ୍ରାହ୍ମଣମାନଙ୍କ ବେଦପାଠ ଓ ପୂଜାର୍ଚ୍ଚନାରେ ପ୍ରକମ୍ପିତ ହେଉଛି ପୁରୀ । ଶ୍ରୀମନ୍ଦିର ଚାରିଦ୍ୱାରେ ବେଦପାଠ ସାଙ୍ଗକୁ ନାମ ସଂକୀର୍ତନରେ ଶ୍ରୀକ୍ଷେତ୍ରରେ ସୃଷ୍ଟି ହୋଇଛି ଆଧ୍ୟାତ୍ମିକତାର ମାହୋଲ । ୬୦ ଜଣ ବିଦ୍ୟାର୍ଥୀ ଏହି ବେଦ ପାଠ କରୁଛନ୍ତି । ସିଂହଦ୍ୱାରରେ ଋକ ବେଦ, ପଶ୍ଚିମଦ୍ୱାରରେ ସାମ ବେଦ , ଉତର ଦ୍ୱାରରେ ଅଥର୍ବ ବେଦ ଓ ଦକ୍ଷିଣ ଦ୍ୱାରରେ ଯଜୁର୍ବେଦ ପାଠ କରାଯାଉଛି ।

ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କାର୍ଯ୍ୟକ୍ରମକୁ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଆସନ୍ତାକାଲି ଗଜପତି ମହାରାଜ ଦିବ୍ୟସିଂହ ଦେବ ଯଜ୍ଞର ପୂର୍ଣ୍ଣାହୁତି ଦେବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଯ୍ୟକ୍ରମରେ ଯୋଗଦେବା ସହିତ ପରିକ୍ରମା ପ୍ରକଳ୍ପର ଉଦଘାଟନ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼